Odisha Link
Bridging the Missing Links in Odisha

ମାଟ୍ରିକ ପିଲାଙ୍କୁ ମାଗଣାରେ ମିଳିବ ‘ପରୀକ୍ଷା ଦର୍ପଣ’

ଭୁବନେଶ୍ୱର: ମାଟ୍ରିକ୍ ପରୀକ୍ଷା ଦେବାକୁ ଥିବା ୬ ଲକ୍ଷ ୨୦ ହଜାର ପିଲାଙ୍କୁ ମିଳିବ ‘ପରୀକ୍ଷା ଦର୍ପଣ’ ବହି। ମାଟ୍ରିକ ପିଲାଙ୍କୁ ମାଗଣାରେ ମିଳିବ ‘ପରୀକ୍ଷା ଦର୍ପଣ’ ବହି। ସମ୍ଭାବ୍ୟ ପ୍ରଶ୍ନ ଓ ଉତ୍ତରକୁ ନେଇ ଏହି ‘ପରୀକ୍ଷା ଦର୍ପଣ’ ପ୍ରସ୍ତୁତ କରାଯାଇଛି।

ମାଟ୍ରିକ ପିଲାଙ୍କୁ ଏହି ମାଗଣାରେ ମିଳିବ ବୋଲି ଗଣଶିକ୍ଷା ମନ୍ତ୍ରୀ ସମୀର ରଞ୍ଜନ ଦାଶ କହିଛନ୍ତି। ବହିଟି ୭୦୦ ପୃଷ୍ଠାର ହୋଇଥିବା ମନ୍ତ୍ରୀ କହିଛନ୍ତି ।

Comments are closed.