ରାଜ୍ୟରେ କରୋନା: ୧୫୪ ପଜିଟିଭ୍ ଚିହ୍ନଟ

ଭୁବନେଶ୍ବର: ରାଜ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ୧୫୪ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ସଂକ୍ରମିତଙ୍କ ସଂଖ୍ୟା ୩୩୪୦୨୦ରେ ପହଞ୍ଚିଛି । ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୮୯ ଜଣ କ୍ବାରେଣ୍ଟାଇନ୍ରେ ରହିଥିବା ବେଳେ ୬୫ ଜଣ ସ୍ଥାନୀୟ ବାସିନ୍ଦା ରହିଛନ୍ତି । ଏନେଇ ରାଜ୍ୟ ସୂଚନା ଓ ଲୋକସଂପର୍କ ବିଭାଗ ପକ୍ଷରୁ ଟ୍ବିଟ୍ ଯୋଗେ ସୂଚନା ପ୍ରଦାନ କରାଯାଇଛି ।
Covid-19 Report For 21st January, 2021
New Positive Cases: 154
In quarantine: 89
Local contacts: 65(Details of local contacts will be shared by concerned Dist Administration)
District Wise Cases:
1. Angul: 10
2. Balasore: 11
3. Bargarh: 9
4. Bhadrak: 8
5. Balangir: 3— I & PR Department, Odisha (@IPR_Odisha) January 22, 2021
ଅନୁଗୋଳ ଜିଲ୍ଲାରୁ ୧୦ଜଣ, ବାଲେଶ୍ୱର ଜିଲ୍ଲାରୁ ୧୧ଜଣ, ବରଗଡ଼ ଜିଲ୍ଲାରୁ ୯ଜଣ, ଭଦ୍ରକ ଜିଲ୍ଲାରୁ ୮ଜଣ, ବଲାଙ୍ଗୀର ଜିଲ୍ଲାରୁ ୩ଜଣ, ବୌଦ୍ଧ ଜିଲ୍ଲାରୁ ଜଣେ, କଟକ ଜିଲ୍ଲାରୁ ୯ଜଣ, ଢେଙ୍କାନାଳ ଜିଲ୍ଲାରୁ ଜଣେ, ଗଜପତି ଜିଲ୍ଲାରୁ ୩ଜଣ, ଜଗତସିଂହପୁର ଜିଲ୍ଲାରୁ ୫ଜଣ, ଯାଜପୁର ଜିଲ୍ଲାରୁ ୬ଜଣ, ଝାରସୁଗୁଡ଼ା ଜିଲ୍ଲାରୁ ୬ଜଣ, କେନ୍ଦ୍ରାପଡ଼ା ଜିଲ୍ଲାରୁ ଜଣେ, କେନ୍ଦୁଝର ଜିଲ୍ଲାରୁ ୫ଜଣ, ଖୋର୍ଦ୍ଧା ଜିଲ୍ଲାରୁ ୧୨ଜଣ, ନୟାଗଡ ଜିଲ୍ଲାରୁ ଜଣେ, ନୂଆପଡା ଜିଲ୍ଲାରୁ ୪ଜଣ, ପୁରୀ ଜିଲ୍ଲାରୁ ୧୮ଜଣ, ସମ୍ବଲପୁର ଜିଲ୍ଲାରୁ ୧୯ଜଣ, ସୋନପୁର ଜିଲ୍ଲାରୁ ୨ ଜଣ, ସୁନ୍ଦରଗଡ ଜିଲ୍ଲାରୁ ୧୮ଜଣ, ଷ୍ଟେଟ୍ ପୁଲ୍ରୁ ୨ଜଣ ରହିଛନ୍ତି ।
Comments are closed.