ଗଞ୍ଜେଇ ଭର୍ତ୍ତି ପିକଅପ ଭ୍ୟାନ୍ ଜବତ

ଖୋର୍ଦ୍ଧା : ଗଞ୍ଜେଇ ଭର୍ତ୍ତି ପିକଅପ ଭ୍ୟାନ୍ ଜବତ। ଖୋର୍ଦ୍ଧା ଜିଲ୍ଲା ଜଙ୍କିଆ ଥାନା ଅନ୍ତର୍ଗତ ୧୬ ନମ୍ବର ଜାତୀୟ ରାଜପଥ ଗୋଡିପଡା ଟୋଲ୍ ଗେଟ୍ ନିକଟରେ ଜବତ କଲା ପୁଲିସ ।
୭୦ କେଜି ଗଞ୍ଜେଇ ଜବତ ହୋଇଥିବାବେଳେ ଏହାର ଆନୁମାନିକ ମୂଲ୍ୟ ୫ ଲକ୍ଷ ୬୦ ହଜାର ଟଙ୍କା ହେବ ବୋଲି ପୋଲିସ ପକ୍ଷରୁ ସୂଚନା ମିଳିଛି। ଡ୍ରାଇଭର ଘଟଣାସ୍ଥଳରେ ଗାଡି ଛାଡି ଫେରାର ହୋଇଛି। ଜଙ୍କିଆ ପୁଲିସ ପିକଅପ୍ ଭ୍ୟାନ୍ ଜବତ କରି ତଦନ୍ତ ଜାରି ରଖିଛି ।
Comments are closed.