Odisha Link
Bridging the Missing Links in Odisha
Daily Archives

January 28, 2021

୫ ବର୍ଷର ଶିଶୁ କନ୍ୟାର ଗଳା କାଟିଲା…

ବ୍ରହ୍ମପୁର: ୫ ବର୍ଷର ଶିଶୁ କନ୍ୟାର ଗଳା କାଟିଲା ଦୁର୍ବୃତ୍ତ। ଏଭଳି ଏକ ଅଭାବନୀୟ ଘଟଣା ଘଟିଛି ଗଞ୍ଜାମ ଜିଲ୍ଲା ଗୋଳନ୍ଥରା ଥାନା ଚିକିଟି ସୋରଳରେ। ୫ ବର୍ଷର ନାବାଳିକାର ଗଳା କାଟିଲା ୨୪ ବର୍ଷର ଯୁବକ। ସୋରଳ ଓଡ଼ିଆ କଲୋନୀରେ ଏଭଳି ଘଟଣା ଚାଞ୍ଚଲ୍ୟ ସୃଷ୍ଟି କରିଛି । ନାବାଳିକାର ଗଳା କାଟୁଥିବାର ଦେଖି…

ପିପିଲି ଉପନିର୍ବାଚନ: ଟିକେଟ ଆଶାୟୀ ଥିବା…

 ପିପିଲି : ପିପିଲି ଉପନିର୍ବାଚନ ପାଇଁ ପ୍ରସ୍ତୁତି ଜୋର ଧରିଲାଣି। ଉପନିର୍ବାଚନ ପାଇଁ ୩ ପ୍ରମୁଖ ଦଳ ବିଜେପି, ବିଜେଡି ଓ କଂଗ୍ରେସ ପକ୍ଷରୁ ପ୍ରାର୍ଥୀ ଖୋଜା ଆରମ୍ଭ ହୋଇଯାଇଛି। ଟିକେଟ ପାଇଁ ଆଶାୟୀଙ୍କ ମଧ୍ୟ କସରତ ଆରମ୍ଭ କରିଲେଣି। ଆଜି ପିପିଲି ଉପନିର୍ବାଚନ ପାଇଁ ବିଜେଡି ପକ୍ଷରୁ ପର୍ଯ୍ୟବେକ୍ଷକ…

ପିପିଲି ଉପନିର୍ବାଚନ: ବିଜେଡି…

ଭୁବନେଶ୍ୱର: ପିପିଲି ଉପନିର୍ବାଚନ ପାଇଁ ବିଜେଡି ପକ୍ଷରୁ ପର୍ଯ୍ୟବେକ୍ଷକ ଘୋଷଣା କରାଯାଇଛି। ବିଧାୟକ ପ୍ରତାପ କେଶରୀ ଦେବଙ୍କୁ ପର୍ଯ୍ୟବେକ୍ଷକ ଭାବେ ନିଯୁକ୍ତ କରାଯାଇଛି। ଏନେଇ ସାଧାରଣ ସଂପାଦକ (ଗଣମାଧ୍ୟମ) ମାନସ ମଙ୍ଗରାଜ ସୂଚନା ଦେଇଛନ୍ତି। ପିପିଲି ବିଧାୟକ ପ୍ରଦୀପ ମହାରଥୀଙ୍କ ମୃତ୍ୟୁ ପର ଠାରୁ…

ବିଜୁ ସେତୁ କାମ ବେଳେ ଅଟଘଣ

ବାରିପଦା: ପୁଣି ବିଜୁ ସେତୁ କାମ ବେଳେ ଅଟଘଣ। ଏହି ଅଘଟଣରେ ଜଣେ ଶ୍ରମିକଙ୍କ ମୃତ୍ୟୁ ଘଟିଛି। ବାରିପଦା-ବଡ଼ସାହି ରାସ୍ତାର ଓରାନାଳ ସେତୁ କାମ ବେଳେ ଏହି ଅଘଟଣ ଘଟିଛି। ମୃତକ ହେଉଛନ୍ତି ରସଗୋବିନ୍ଦପୁର ଥାନା ସାରମୂଳା ପଞ୍ଚାୟତ ଧାନଶୋଳ ଗ୍ରାମର କାର୍ତ୍ତିକ ସିଂଙ୍କ ପୁଅ ଦୀପକ(୨୨)। ସୂଚନା ମୁତାବକ,…

ଜଳିଗଲା ଯାତ୍ରୀବାହୀ ବସ୍‌, ୫୩ ମୃତ

ନୂଆଦିଲ୍ଲୀ: ଜଳିଗଲା ଯାତ୍ରୀବାହୀ ବସ୍‌। ଏକ ଗ୍ୟାସ ବୋଝେଇ ଟ୍ରକ ସହ ଧକ୍କା ଦେବା କାରଣରୁ ଯାତ୍ରୀବାହୀ ବସରେ ନିଆଁ ଲାଗିଯାଇଛି। ଫଳରେ ୫୩ ଯାତ୍ରୀଙ୍କ ମୃତ୍ୟୁ ଘଟିଛି। ଏହି ଦୁର୍ଘଟଣାରେ ୨୯ରୁ ଅଧିକ ଲୋକ ଆହତ ହୋଇଛନ୍ତି। ସମସ୍ତ ଗୁରୁତରଙ୍କୁ ଉଦ୍ଧାର ନିକଟସ୍ଥ ମେଡିକାଲରେ ଭର୍ତ୍ତି କରାଯାଇଛି।…

ମାଟ୍ରିକ ପରୀକ୍ଷା ପୂର୍ବରୁ ୩ ଥର…

ଭୁବନେଶ୍ୱର: ଚଳିତ ବର୍ଷ ମାଟ୍ରିକ ପରୀକ୍ଷା ପୂର୍ବରୁ ୩ ଥର ହେବ ପ୍ରି-ଟେଷ୍ଟ। ମାଧ୍ୟମିକ ଶିକ୍ଷା ପରିଷଦ ଅଧିନରେ ମାଟ୍ରିକ ପରୀକ୍ଷା ଦେବା ପୂର୍ବରୁ ଛାତ୍ରଛାତ୍ରୀଙ୍କୁ ୩ ଥର ପ୍ରିବୋର୍ଡ ଦେବାକୁ ପଡ଼ିବ। ଏନେଇ ବୋର୍ଡ ପକ୍ଷରୁ ସୂଚନା ଦିଆଯାଇଛି। ସୂଚନା ମୁତାବକ, ପାଠ୍ୟକ୍ରମର ୪୦% ପାଠପଢ଼ା ଶେଷ ହେବା…

‘ରାମ ମନ୍ଦିର’ ପ୍ରଜ୍ଞାପନ ମେଢ଼କୁ ପ୍ରଥମ…

ନୂଆଦିଲ୍ଲୀ: ଚଳିତବର୍ଷ ସାଧାରଣତନ୍ତ୍ର ଦିବସ ପରେଡ୍‌ ଅବସରରେ ରାଜପଥରେ ପ୍ରଦର୍ଶୀତ ପବିତ୍ର ନଗରୀ ଅଯୋଧ୍ୟାର ପ୍ରାଚୀନ ସାଂସ୍କୃତିକ ଐହିତ୍ୟ ଏବଂ ରାମ ମନ୍ଦିରର ପ୍ରତିକୃତି ଥିବା ଉତ୍ତର ପ୍ରଦେଶ ସରକାରଙ୍କର ପ୍ରଜ୍ଞାପନ ମେଢ଼ ପ୍ରଥମ ପୁରସ୍କାର ପାଇଛି। ଚଳିତବର୍ଷ ସାଧାରଣତନ୍ତ୍ର ଦିବସ ପରେଡ୍‌ରେ ୧୭ଟି…

ରମାଦେବୀ ଛାତ୍ରୀ ଝରାଫୁଲ ହତ୍ୟା ମାମଲା:…

ଯାଜପୁର: ରମାଦେବୀ ଛାତ୍ରୀ ଝରାଫୁଲ ହତ୍ୟା ଘଟଣା। ଘଟଣାରେ ୨ ଅଭିଯୁକ୍ତଙ୍କୁ ଚିହ୍ନଟ କରିଛି ପୋଲିସ। ତେବେ ସେମାନେ ଫେରାର ଥିବା ଜଣାପଡିଛି। ଯାଜପୁର ରୋଡ୍ ଏସଡିପିଓ ଚିନ୍ମୟ ନାୟକ ଏନେଇ ସୂଚନା ଦେଇଛନ୍ତି। ଆଉ କିଏ ଘଟଣାରେ ସଂପୃକ୍ତ ଅଛି ସେ ନେଇ ପୋଲିସ ଅଥିକ ତନାଘନା କରୁଛି। ମୃତ୍ୟୁ ଘଟଣାରେ ସାଙ୍ଗ ଓ…

ଏ ବର୍ଷ ବିନା ଏଣ୍ଟ୍ରାନ୍ସରେ କରିହେବ…

ଭୁବନେଶ୍ୱର: ଚଳିତ ବର୍ଷ ବିନା ଏଣ୍ଟ୍ରାନ୍ସରେ କରିହେବ ଇଞ୍ଜିନିୟରିଂ ଆଡମିଶନ୍। କରୋନା ପାଇଁ AICTE ଏହି ଗାଇଡ୍ଲାଇନ୍ ଜାରି କରିଥିବା ବେଳେ ଓଡ଼ିଶାରେ ମଧ୍ୟ ଏହାକୁ ଲାଗୁ କରିବା ନେଇ ହାଇକୋର୍ଟ ନିର୍ଦ୍ଦେଶ ଦେଇଛନ୍ତି। ସରକାରଙ୍କ ପକ୍ଷରୁ ଏନେଇ ବିଜ୍ଞପ୍ତି ପ୍ରକାଶ ପାଇନଥିଲେ ବି ଘରୋଇ ଇଞ୍ଜିନିୟରିଂ…

ପତ୍ନୀଙ୍କ ନାଁରେ ପ୍ରତାରଣା ଅଭିଯୋଗ,…

ପାଟନା: ସ୍ୱାମୀଙ୍କୁ ପ୍ରତାରଣା ଦେଇ ପତ୍ନୀ ଅନ୍ୟ ଜଣଙ୍କ ସହ ବିବାହ କରିଛନ୍ତି। ଏହାକୁ ନେଇ ଅଭିଯୋଗକାରୀ ସ୍ୱାମୀଙ୍କୁ କୋର୍ଟଙ୍କ ଦ୍ବାରସ୍ଥ ହୋଇଥିଲା ବେଳେ ସ୍ୱାମୀଙ୍କୁ ଆଶ୍ୱାସନା ଦେଇ କୋର୍ଟ ଯାହା କହିଲେ ତାକୁ ନେଇ ଚର୍ଚ୍ଚା ଜୋର ଧରିଛି। ପାଟନା ହାଇକୋର୍ଟରେ ଏହି ପ୍ରତାରଣା ମାମଲାର ଶୁଣାଣି ବେଳେ…