ପ୍ରଧାନମନ୍ତ୍ରୀ ଏବଂ ରେଳମନ୍ତ୍ରୀଙ୍କୁ…
ଭୁବନେଶ୍ୱର: କେନ୍ଦ୍ରୀୟ ରେଳ ବଜେଟ ୨୦୨୧-୨୨ ଆର୍ଥୀକ ବର୍ଷ ପାଇଁ ଓଡିଶାକୁ ୬ ହଜାର ୯୯୫.୫୮ କୋଟି ଟଙ୍କା ଅନୁଦାନ ମିଳିଛି। କେନ୍ଦ୍ରରେ ମୋଦି ସରକାର କ୍ଷମତାକୁ ଆସିବା ପରେ କ୍ରମାଗତ ଭାବେ ରେଳ ବଜେଟରେ ଓଡିଶାକୁ ଅଧିକରୁ ଅଧିକ ଅର୍ଥ ମିଳିଛି। ପୁର୍ବରୁ କଂଗ୍ରେସ ନେତୃତ୍ୱାଧୀନ ୟୁପିଏ ସରକାର ସମୟରେ ରେଳ…