ବଢ଼ିପାରେ ମାଟ୍ରିକ ପରୀକ୍ଷା ଫର୍ମ ପୂରଣ…
ଭୁବନେଶ୍ବର: ବଢ଼ିପାରେ ମାଟ୍ରିକ ପରୀକ୍ଷା ଫର୍ମ ପୂରଣ ତାରିଖ। ଆସନ୍ତାକାଲି ଫର୍ମ ପୂରଣ ପାଇଁ ଶେଷ ତାରିଖ ଥିବା ବେଳେ ଆବଶ୍ୟକତା ଦେଖି ତାହାକୁ ଆଉ ଦୁଇରୁ ତିନି ଦିନ ବୃଦ୍ଧି କରାଯିବ ବୋଲି ବିଦ୍ୟାଳୟ ଓ ଗଣଶିକ୍ଷା ମନ୍ତ୍ରୀ ସମୀର ରଂଜନ ଦାସ ସୂଚନା ଦେଇଛନ୍ତି।
୨୦୧୯-୨୦ ଶିକ୍ଷାବର୍ଷ ରେ ନବମ ଶ୍ରେଣୀରେ…