ଏଥର ପ୍ରଥମ ଶ୍ରେଣୀ ପିଲା ପଢ଼ିବେ ଇଂରାଜୀ ପାଠ

ଭୁନବେଶ୍ଵର: ରାଜ୍ୟରେ ଏଣିକି ପ୍ରଥମ ଶ୍ରେଣୀ ପିଲାଙ୍କୁ ଦିଆଯିବ ଇଂରାଜୀ ଶିକ୍ଷା। ଆସନ୍ତାବର୍ଷ ଶିକ୍ଷା ବର୍ଷରୁ ପ୍ରଥମ ଶ୍ରେଣୀ ପିଲା ପଢିବେ ଇଂରାଜୀ ପାଠ। ଏହି ନୂଆ ବ୍ୟବସ୍ଥା ୩୦ ଜିଲ୍ଲାର ୧୦୧ଟି ସ୍କୁଲରେ ପ୍ରଚଳନ ହେବ।
ରାଜ୍ୟରେ ଚିହ୍ନଟ ସରକାରୀ ସ୍କୁଲ୍ ଅଫ ଏକ୍ସିଲେନ୍ସରେ ଏହି ନୂଆ ବ୍ୟବସ୍ଥା ଲାଗୁ ହେବ। ଏ ନେଇ ଶନିବାର ସୂଚନା ଦେଇଛନ୍ତି ଗଣ ଶିକ୍ଷା ମନ୍ତ୍ରୀ ସମୀର ଦାଶ।
Comments are closed.