୧୬ରେ ସୁନ୍ଦରଗଡ଼ ଜିଲ୍ଲା ଗସ୍ତରେ ଯିବେ…
ସୁନ୍ଦରଗଡ଼: ରାଉରକେଲା ସହରରେ ଦେଶର ସର୍ବ ବୃହତ ହକି ଷ୍ଟାଡିୟମ ସହ ଜିଲ୍ଲାର ୧୭ଟି ବ୍ଲକରେ ୧୭ଟି ଆଷ୍ଟ୍ରୋ ଟର୍ଫ ନିର୍ମାଣ କରାଯିବ। ଜିଲ୍ଲାର ବିକାଶ ପାଇଁ ୪ ହଜାର ୮ ଶହ କୋଟି ଟଙ୍କାର ପ୍ୟାକେଜ୍ ଘୋଷଣା କରାଯିବ। ଏହାର ଉଦଘାଟନ ପାଇଁ ୧୬ରେ ମୁଖ୍ୟମନ୍ତ୍ରୀ ରାଉରକେଲା ଗସ୍ତ କରିବେ। ବିକାଶ କାର୍ଯ୍ୟକୁ…