Odisha Link
Bridging the Missing Links in Odisha
Daily Archives

February 16, 2021

ଆତ୍ମହତ୍ୟା କଲେ ବଲିଉଡ କଳାକାର ସନ୍ଦୀପ…

ମୁମ୍ବାଇ: ବଲିଉଡ଼ରେ ପୁଣି ଶୋକର ଛାୟା ଖେଳି ଯାଇଛି। କଳାକାର ସନ୍ଦୀପ ନହର ଆତ୍ମହତ୍ୟା କରିଛନ୍ତି। ମୃତ୍ୟୁ ପୂର୍ବରୁ ସେ ଫେସବୁକରେ ୧୦ ମିନିଟର ଭିଡିଓ ପୋଷ୍ଟ କରିଛନ୍ତି। ସେ ଭିଡ଼ିଓରେ କହିଛନ୍ତି, ସ୍ୱାମୀ-ସ୍ତ୍ରୀଙ୍କ ମଧ୍ୟରେ ଝଗଡ଼ା ଯୋଗୁଁ ବ୍ୟକ୍ତିଗତ ଓ ବୃତ୍ତିଗତ ଜୀବନରେ ସେ କିଭଳି ଅସୁବିଧାର…

କ୍ରମାଗତ ଅଷ୍ଟମ ଦିନ ପାଇଁ ବଢ଼ିଲା ତୈଳ ଦର

ନୂଆଦିଲ୍ଲୀ: ହୁହୁ ହୋଇ ବଢ଼ିବାରେ ଲାଗିଛି ତୈଳ ଦର। କ୍ରମାଗତ ଭାବେ ଅଷ୍ଟମ ଦିନ ପାଇଁ ଦେଶରେ ତୈଳ ଦର ବୃଦ୍ଧି ପାଇଛି। ଦେଶରେ ପେଟ୍ରୋଲ ଲିଟର ପିଛା ୨୬-୩୦ ପଇସା ବୃଦ୍ଧି ଘଟିଥିବା ବେଳେ ଡିଜେଲ ଲିଟର ପିଛା ୩୩ରୁ ୩୮ ପଇସା ବୃଦ୍ଧି ପାଇଛି। ତୈଳ ଦର ବୃଦ୍ଧି ପରେ ମୁମ୍ବାଇରେ ପେଟ୍ରୋଲ ଲିଟର ପିଛା ୯୫.୭୫…

ଆଜି ସୁନ୍ଦରଗଡ଼ ଯିବେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର: ଆଜି ସୁନ୍ଦରଗଡ଼ ଗସ୍ତରେ ଯିବେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ସୁନ୍ଦରଗଡ଼ରେ ମୁଖ୍ୟମନ୍ତ୍ରୀ ଅନେକ ପ୍ରକଳ୍ପର ଶୁଭାରମ୍ଭ କରିବା ସହ ଶିଳାନ୍ୟାସ କରିବାର କାର୍ଯ୍ୟକ୍ରମ ରହିଛି।ମୁଖ୍ୟମନ୍ତ୍ରୀଙ୍କ ଗସ୍ତକୁ ନେଇ କଡ଼ା ସୁରକ୍ଷା ବ୍ୟବସ୍ଥା କରାଯାଇଛି। ମୁଖ୍ୟମନ୍ତ୍ରୀ ଭୁବନେଶ୍ବରରୁ ପୂର୍ବାହ୍ନ…

ସଡ଼କ ଦୁର୍ଘଟଣାରେ ଚାଲିଗଲା ୫ ଜୀବନ

ମୁମ୍ବାଇ: ସଡ଼କ ଦୁର୍ଘଟଣାରେ ଚାଲିଗଲା ୫ ଜୀବନ। ଏହି ଦୁର୍ଘଟଣାଟି ମୁମ୍ବାଇ-ପୁଣେ ଏକ୍ସପ୍ରେସ ହାଇୱେ ନିକଟରେ ଘଟିଛି। ଅଟୋ, କାର୍ ଓ ଏକ ଟ୍ରଲର ମଧ୍ୟରେ ପରସ୍ପର ଧକ୍କା ହେବା ଫଳରେ ଘଟଣାସ୍ଥଳରେ ୫ଜଣଙ୍କ ମୃତ୍ୟୁ ହୋଇଛି। ଅନ୍ୟ ୫ ଜଣ ଆହତ ହୋଇଛନ୍ତି। ପୁଲିସ ଘଟଣାସ୍ଥଳରେ ପହଞ୍ଚି ମୃତେଦହଗୁଡିକୁ ଉଦ୍ଧାର…

ଆଜି ପବିତ୍ର ସରସ୍ବତୀ ପୂଜା

ଭୁବନେଶ୍ବର: ଆଜି ପବିତ୍ର ସରସ୍ବତୀ ପୂଜା। ପ୍ରତିବର୍ଷ ମାଘ ଶୁକ୍ଳ ପଞ୍ଚମୀ ତିଥିରେ ବିଦ୍ୟାଦାତ୍ରୀ ମା' ସରସ୍ବତୀଙ୍କର ଆବାହନ କରାଯାଏ। ପୁଷ୍ପମାଲ୍ୟରେ ଘରେ, ସମସ୍ତ ଶିକ୍ଷାଅନୁଷ୍ଠାନରେ ତଥା ସଂଘ, କ୍ଲବ୍‌ ଆଦିରେ ମା' ସରସ୍ବତୀଙ୍କର ପୂଜାର୍ଚ୍ଚନା କରାଯାଏ। ମୂର୍ତ୍ତି ଘଣ୍ଟ, ଘଣ୍ଟା, ଶଙ୍ଖ ଆଦି…