Odisha Link
Bridging the Missing Links in Odisha
Daily Archives

February 23, 2021

ସାମାନ୍ୟ ବଚସାରୁ ହତ୍ୟାକାଣ୍ଡ, ଅଭିଯୁକ୍ତ…

ଜୟପୁର: ଜୟପୁରରେ ଯୁବକଙ୍କୁ ପଥରରେ ଛେଚି ହତ୍ୟା ଘଟଣାର ଖୁଲାସା କରିଛି ପୋଲିସ । ୪୮ଘଣ୍ଟା ମଧ୍ୟରେ ଅଭିଯୁକୁ କାବୁ କରିଛି ଟାଉନ୍‌ ଥାନା ପୁଲିସ । ଅଭିଯୁକ୍ତ ହେଲେ ଚନ୍ଦ୍ରଙ୍କ ବନ୍ଧୁ ଜଗନ୍ନାଥ ଗାଦବା। ପ୍ରକାଶ ଯେ, ଗତ ୨୧ତାରିଖରେ କୁମ୍ଭାରସାହି ରାସ୍ତାରୁ ଜଣେ ଯୁବକଙ୍କ ମୃତଦେହ ମିଳିଥିଲା । ମୃତ…

ପୁଣି ବଢ଼ିଲା ପେଟ୍ରୋଲ ଓ ଡିଜେଲ ଦର

ନୂଆଦିଲ୍ଲୀ: ପୁଣି ବଢ଼ିଲା ପେଟ୍ରୋଲ ଓ ଡିଜେଲ ଦର। ପେଟ୍ରୋଲ ଲିଟର ପିଛା ୨୫ ପଇସା ଓ ଡିଜେଲ ଲିଟର ପିଛା ୩୫ ପଇସା ବୃଦ୍ଧି ପାଇଛି । ଭୁବନେଶ୍ୱରରେ ପେଟ୍ରୋଲ ୩୫ ପଇସା ଓ ଡିଜେଲ ୪୩ ପଇସା ବୃଦ୍ଧି ପାଇଛି । ଭୁବନେଶ୍ୱରରେ ପେଟ୍ରୋଲ ଲିଟର ୯୧.୬୪ ଟଙ୍କା ଓ ଡିଜେଲ ଲିଟର ୮୮.୬୬ ଟଙ୍କା ରହିଛି । ଦିଲ୍ଲୀରେ…

୧୮ ଲକ୍ଷ ଟଙ୍କାର ଗଞ୍ଜେଇ ଜବତ

ଲମତାପୁଟ : ରାଜ୍ୟରେ ଗଞ୍ଜେଇ ଚୋରା ଚାଲଣା ବଢ଼ିବାରେ ଲାଗିଛି । ତେବେ ସେମାନଙ୍କର ସମସ୍ତ ଯୋଜନାକୁ ପଣ୍ଡ କରି ଦେଉଛନ୍ତି ପୁଲିସ। ରାତ୍ରି ପାଟ୍ରୋଲିଂ କରୁଥିବା ସମୟରେ ଲମତାପୁଟ ଥାନା ପୁଲିସ  ଗଞ୍ଜେଇ ଜବତ କରିଛି। ପୁଲିସ୍ ପ୍ରାୟ ୬ କ୍ୱିଣ୍ଟାଲ ଗଞ୍ଜେଇ ଜବତ କରିଛି। ତେବେ ଜବତ ହୋଇଥିବା ଗଞ୍ଜେଇର…

ମାଓବାଦୀଙ୍କ ଯୋଜନା ପଣ୍ଡ କଲେ ବିଏସଏଫ

ମାଲକାନଗିରି: ମାଓବାଦୀଙ୍କ ଯୋଜନା ପଣ୍ଡ କଲେ ବିଏସଏଫ। ଚିତ୍ରକୋଣ୍ଡା ସ୍ଵଭିମାନ ଅଞ୍ଚଳର ହାନ୍ତାଳଗୁଡା ନବମ ବାଟାଲିୟନ ବିଏସଏଫ ଯବାନଙ୍କୁ ମିଳିଛି ବଡ ସଫଳତା। ଗୁଇନ୍ଦା ସୂତ୍ରରୁ ଖବର ପାଇ ବିଏସଏଫ ଯବାନ ସର୍ଚ୍ଚ ଅପରେସନ ଆରମ୍ଭ କରିଥିଲେ। କଦଳିବନ୍ଧା ଗ୍ରାମ ନିକଟ ପାହାଡ ପାଖରେ ମାଓବାଦୀଙ୍କ ଏକ ବ୍ୟାଗ…

ଆଜି ଠାରୁ JEE ମେନ୍ ପରୀକ୍ଷା

ଭୁବନେଶ୍ୱର : ନ୍ୟାସନାଲ ଟେଷ୍ଟିଂ ଏଜେନ୍ସି ଦ୍ୱାରା ପରିଚାଳିତ ଜେଇଇ ମେନ୍ ପରୀକ୍ଷା ଆଜି ଅନୁଷ୍ଠିତ ହେବ। ଦେଶରୁ ପ୍ରାୟ ୨୨ ଲକ୍ଷ ଛାତ୍ରଛାତ୍ରୀ ଜେଇଇ ମେନ୍ ପରୀକ୍ଷା ଦେବେ। ଛାତ୍ରଛାତ୍ରୀ ଚାହିଁଲେ ୪ ଥର ପରୀକ୍ଷା ଦେଇପାରିବେ। ଫେବ୍ରୁଆରୀ, ମାର୍ଚ୍ଚ, ଏପ୍ରିଲ ଓ ମେ’ ମାସରେ ପରୀକ୍ଷା ହେବ। ବେଷ୍ଟ…