ସବୁ ଘରୋଇ ସ୍ବାସ୍ଥ୍ୟକେନ୍ଦ୍ରରେ ହେବ…
ଭୁବନେଶ୍ବର: ମାର୍ଚ୍ଚ ପହିଲାରୁ ଆରମ୍ଭ ହୋଇଛି ବରିଷ୍ଠ ମାନଙ୍କୁ ଟିକାକରଣ। ଏହି ଟିକା କରଣ ଆହୁରି ଜୋରଦାର କରିବେ ରାଜ୍ୟ ସରକାର। ଏଥିପାଇଁ ସମସ୍ତ ଜିଲ୍ଲାପାଳ ଓ ମ୍ୟୁନିସିପାଲ କମିଶନରଙ୍କୁ ଚିଠି ଲେଖିଛନ୍ତି ସ୍ୱାସ୍ଥ୍ୟ ବିଭାଗର ଅତିରିକ୍ତ ଶାସନ ସଚିବ।
ଏଥିରେ ଅଧିକ ଟିକା କେନ୍ଦ୍ର ଖୋଲିବା ପାଇଁ…