ରାଜ୍ୟରେ କରୋନା: ୫୪ କରୋନା ପଜିଟିଭ୍ ଚିହ୍ନଟ
ଭୁବନେଶ୍ବର : ରାଜ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ୫୪ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ସଂକ୍ରମିତଙ୍କ ସଂଖ୍ୟା ୩୩୭୬୭୪ରେ ପହଞ୍ଚିଛି ।
ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୩୨ ଜଣ କ୍ବାରେଣ୍ଟାଇନ୍ରେ ରହିଥିବା ବେଳେ ୨୨ ଜଣ ସ୍ଥାନୀୟ ବାସିନ୍ଦା ରହିଛନ୍ତି। ଏନେଇ ରାଜ୍ୟ ସୂଚନା ଓ ଲୋକସଂପର୍କ ବିଭାଗ ପକ୍ଷରୁ ଟ୍ବିଟ୍ ଯୋଗେ ସୂଚନା ପ୍ରଦାନ କରାଯାଇଛି ।
Covid-19 Report For 5th March
New Positive Cases: 54
In quarantine: 32
Local contacts: 22(Details of local contacts will be shared by concerned Dist Administration)
District Wise Cases:
1. Balasore: 7
2. Bargarh: 1
3. Bhadrak: 1
4. Cuttack: 3
5. Deogarh: 1
6. Dhenkanal: 1— I & PR Department, Odisha (@IPR_Odisha) March 6, 2021
ବାଲେଶ୍ୱର ଜିଲ୍ଲାରୁ ୭ଜଣ, ବରଗଡ଼ ଜିଲ୍ଲାରୁ ଜଣେ, ଭଦ୍ରକ ଜିଲ୍ଲାରୁ ଜଣେ, କଟକ ଜିଲ୍ଲାରୁ ୩ଜଣ, ଦେଓଗଡ଼ ଜିଲ୍ଲାରୁ ଜଣେ, ଢେଙ୍କାନାଳ ଜିଲ୍ଲାରୁ ଜଣେ, ଯାଜପୁର ଜିଲ୍ଲାରୁ ୫ଜଣ, ଝାରସୁଗୁଡ଼ା ଜିଲ୍ଲାରୁ ୨ଜଣ, ଖୋର୍ଦ୍ଧା ଜିଲ୍ଲାରୁ ୬ଜଣ, ମୟୁରଭଞ୍ଜ ଜିଲ୍ଲାରୁ ୩ଜଣ, ପୁରୀ ଜିଲ୍ଲାରୁ ୨ଜଣ, ରାୟଗଡ଼ା ଜିଲ୍ଲାରୁ ୨ଜଣ, ସମ୍ବଲପୁର ଜିଲ୍ଲାରୁ ୧୦ଜଣ, ସୋନପୁର ଜିଲ୍ଲାରୁ ଜଣେ, ସୁନ୍ଦରଗଡ଼ ଜିଲ୍ଲାରୁ ୭ଜଣ, ଷ୍ଟେଟ୍ ପୁଲ୍ରୁ ୨ଜଣ ରହିଛନ୍ତି।
ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୩୩୭୬୭୪ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଏଥିମଧ୍ୟରୁ ୮୦୨ଟି ଆକ୍ଟିଭ୍ କେସ୍ ରହିଥିବା ବେଳେ ୩୩୪୯୦୨ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି । ଏବେ ସୁଦ୍ଧା ରାଜ୍ୟରେ ୮୪୫୧୩୯୬ଟି ସାମ୍ପୁଲ ଟେଷ୍ଟ୍ ହୋଇଛି ।
Comments are closed.