ପୂର୍ବତନ କେନ୍ଦ୍ରମନ୍ତ୍ରୀ ଦିଲୀପ ରାୟଙ୍କୁ କରୋନା

ଭୁବନେଶ୍ୱର: ପୂର୍ବତନ କେନ୍ଦ୍ରମନ୍ତ୍ରୀ ଦିଲୀପ ରାୟଙ୍କୁ କରୋନା। କୋଭିଡ୍-୧୯ ପଜିଟିଭ୍ ହୋଇଥିବା ନେଇ ଦିଲୀପ ରାୟ ଟୁଇଟ୍ କରି ସୂଚନା ଦେଇଛନ୍ତି। ଟୁଇଟ୍ କରି ଦିଲୀପ ରାୟ ଲେଖିଛନ୍ତି, କୋଭିଡ୍-୧୯ର ପ୍ରାରମ୍ଭିକ ଲକ୍ଷଣ ଜଣାପଡ଼ିବା ପରେ ମୁଁ ପରୀକ୍ଷା କରାଇଲି ଏବଂ ତାହା ପଜିଟିଭ୍ ଆସିଛି ବୋଲି ଗତକାଲି ମିଳିଥିବା ରିପୋର୍ଟରୁ ଜାଣିଲି।
On getting the initial symptoms of COVID, I got myself tested and the report was positive. My health is fine and on the advice of doctors, I have isolated myself. Request everyone to be careful against the virus. Complacency can put us as well as our near ones at risk!!!
— Dilip ray (@DilipRayOdisha) March 8, 2021
ମୋର ସ୍ୱାସ୍ଥ୍ୟାବସ୍ଥା ଭଲ ଥିବାରୁ ଏହା ବିଶେଷ ଚିନ୍ତାର ବିଷୟ ନୁହେଁ। ଡାକ୍ତରଙ୍କ ପରାମର୍ଶ କ୍ରମେ ମୁଁ ସଙ୍ଗରୋଧରେ ଅଛି କିନ୍ତୁ, ମୁଁ ଅନୁରୋଧ କରିବାକୁ ଚାହେଁ କେହି ଏ ଭୂତାଣୁ ସଂକ୍ରମଣକୁ ଖାମଖିଆଲି ଭାବେ ଗ୍ରହଣ କରନ୍ତୁ ନାହିଁ।
Comments are closed.