ରେଳ ଧାରଣାରୁ ଅଜଣା ଯୁବକଙ୍କ ମୃତଦେହ ଉଦ୍ଧାର

ଖଲ୍ଲିକୋଟ: ଗଞ୍ଜାମ ଜିଲ୍ଲା ଛତ୍ରପୁର ବଡ ଷ୍ଟେସନ ନିକଟରେ ରେଳ ଧାରଣାରୁ ଅଜଣା ଯୁବକଙ୍କ ମୃତଦେହ ଉଦ୍ଧାର। ଯୁବକ ଜଣଙ୍କ ଆତ୍ମହତ୍ୟା କରିଥିବା ସନ୍ଦେହ କରାଯାଉଛି ।
ସ୍ଥାନୀୟଲୋକ ମୃତଦେହ ଦେଖି ଆରପିଏଫକୁ ଖବର ଦେଇଥିଲେ। ଘଟଣାସ୍ଥଳରେ ଆରପିଏଫ ପହଞ୍ଚି ତଦନ୍ତ ଜାରି ରଖିଛି । ମୃତକଙ୍କ ପରିଚୟ ମିଳିନଥିବା ବେଳେ ସେ ଆତ୍ମହତ୍ୟା କରିଥିବା ସନ୍ଦେହ କରାଯାଉଛି ।
Comments are closed.