ମାସ୍କ ଓ ପିପିଇ କିଟ ଦୁର୍ନୀତି ମାମଲାରେ ରିପୋର୍ଟ ଦାଖଲ କଲା ଭିଜିଲାନ୍ସ

ଭୁବନେଶ୍ୱର: ରାଜ୍ୟରେ କରୋନା ମହାମାରୀ ସମୟରେ ପିପିଇ କିଟ୍ ଓ ମାସ୍କ କିଣାରେ ଦୁର୍ନୀତି ହୋଇଥିବା ଅଭିଯୋଗ ହୋଇଥିଲା । ଭିଜିଲାନ୍ସ ପ୍ରାଥମିକ ରିପୋର୍ଟ ଦାଖଲ କରିଛି।
ଲୋକାୟୁକ୍ତଙ୍କ ନିର୍ଦ୍ଦେଶରେ ଏହି ମାମଲାର ରିପୋର୍ଟ ଦାଖଲ କରିଛି ଭିଜିଲାନ୍ସ । ରିପୋର୍ଟ ତର୍ଜମା ପରେ ଆସନ୍ତା ୨୬ ତାରିଖରେ ମାମଲାର ପରବର୍ତ୍ତୀ ଶୁଣାଣି ହେବ । ଏନେଇ ଅଭିଯୋଗକାରୀ ସୁଶାନ୍ତ ପାଢୀ ଓ ସୁଦର୍ଶନ ଦାସ ସୂଚନା ଦେଇଛନ୍ତି ।
Comments are closed.