ଘୋଷଣା ହେଲା ପିପିଲି ଉପନିର୍ବାଚନ ତାରିଖ

ପିପିଲି: ଘୋଷଣା ହେଲା ପିପିଲି ଉପନିର୍ବାଚନ ତାରିଖ। ଆସନ୍ତା ଏପ୍ରିଲ ୧୭ ତାରିଖରେ ହେବ ପିପିଲିରେ ଉପ ନିର୍ବାଚନ। ଏନେଇ ଆଜି ତାରିଖ ଘୋଷଣା ହୋଇଛି। ଆସନ୍ତା ମାର୍ଚ୍ଚ ୨୩ ତାରିଖରେ ବିଜ୍ଞପ୍ତି ପ୍ରକାଶ ପାଇବ।
ଏଥିସହ ନାମାଙ୍କନ ଦାଖଲର ଶେଷ ତାରିଖ ମାର୍ଚ୍ଚ ୩୦ ରହିଛି। ସେହିପରି ନାମାଙ୍କନ ପ୍ରତ୍ୟାହାରର ଶେଷ ତାରିଖ ଏପ୍ରିଲ ୩କୁ ଧାର୍ଯ୍ୟ କରାଯାଇଛି। ମେ ୨ ତାରିଖରେ ଭୋଟ ଗଣତି ଓ ରେଜଲ୍ଟ ପ୍ରକାଶ ପାଇବ।
Comments are closed.