କଟକର ଆଉ ଏକ ଶିକ୍ଷାନୁଷ୍ଠାନରୁ ୪କରୋନା ପଜିଟିଭ ଚିହ୍ନଟ

କଟକ: ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବଢ଼ିବାରେ ଲାଗିଛି। କଟକର ଆଉ ଏକ ଶିକ୍ଷାନୁଷ୍ଠାନରୁ ୪ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି।
ଭୁବନେଶ୍ୱର XIMBରୁ ୪୫ ଜଣ ପଜିଟିଭ ଚିହ୍ନଟ ପରେ ଶିକ୍ଷନୁଷ୍ଠାନକୁ ସିଲ୍ କରି ଦିଆଯାଇଛି। ପୁଣି କଟକର ଆଉ ଏକ ଘରୋଇ ୪ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି।
#COVID19 update in Cuttack city (CMC area)
19 +ve cases has been reported today in Cuttack city.
Another 4 recoveries have been reported recently! KUDOS to all doctors & healthcare staff. pic.twitter.com/vKIvR8V137
— CMC,Cuttack (@CMCCuttack) March 22, 2021
ରବିବାର ଦିନ ଉକ୍ତ ଶିକ୍ଷାନୁଷ୍ଠାନରୁ ଜଣେ କରୋନା ପଜିଟିଭ ଚିହ୍ନଟ ହୋଇଥିଲେ। ତାଙ୍କର କଣ୍ଟାକ୍ଟ୍ ଟ୍ରେସିଂ କରାଯିବା ପରେ ଗତକାଲି ଶିକ୍ଷାନୁଷ୍ଠାନର ଆଉ ୩ ଜଣ ପଜିଟିଭ ଚିହ୍ନଟ ହୋଇଥିବା ନେଇ ସିଏମ୍ସି ସ୍ୱାସ୍ଥ୍ୟ ଅଧିକାରୀ ଡଃ ସତ୍ୟବ୍ରତ ମହାପାତ୍ର ସୂଚନା ଦେଇଛନ୍ତି।
Comments are closed.