ରାଜଧାନୀରୁ ୫୧ କରୋନା ପଜିଟିଭ ଚିହ୍ନଟ
ଭୁବନେଶ୍ବର: ପୁଣି କାୟା ମେଲାଇ ଲାଣି କରୋନା। ଦିନକୁ ଦିନ ସଂକ୍ରମଣ ହାର ବଢ଼ିବାରେ ଲାଗିଛି। ଯାହା ଏବେ ପୁଣି ଥରେ ଚିନ୍ତାଜନକ ସ୍ଥିତି ସୃଷ୍ଟି କଲାଣି। ରାଜ୍ୟରେ କରୋନା ଗ୍ରାଫ୍ ଉପର ମୁହାଁ ହେଉଥିବା ବେଳେ ଆଜି ରାଜଧାନୀ ଭୁବନେଶ୍ୱରରୁ ୫୧ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଏନେଇ ଆଜି ବିଏମ୍ସି ପକ୍ଷରୁ ଟୁଇଟ କରି ସୂଚନା ଦିଆଯାଇଛି।
Update on newly detected #COVID19 cases in the last
24 hrs under the BMC area on 28th March (till 9am). pic.twitter.com/dnGqJDUNUh— BMC (@bmcbbsr) March 28, 2021
Comments are closed.