ଦିଲ୍ଲୀରେ ନାଇଟ କର୍ଫ୍ୟୁ ଲାଗୁ
ନୂଆଦିଲ୍ଲୀ: ଅଣାୟାତ୍ତ କଲାଣି ମହାମାରୀ କରୋନା। ଦିନକୁ ଦିନ କରୋନା ସକ୍ରଂମଣ ହାର ବଢ଼ିବାରେ ଲାଗିଛି। ଯାହା ଏବେ ଚିନ୍ତାଜନକ ପରିସ୍ଥିତି ସ୍ୟଷ୍ଟି କଲାଣି। ଏହାକୁ ଦୃଷ୍ଟିରେ ରଖି ଦିଲ୍ଲୀରେ ନାଇଟ କର୍ଫ୍ୟୁ ଘୋଷଣା କରାଯାଇଛି।
Related Posts
ଆସନ୍ତା ଏପ୍ରିଲ ୩୦ ତାରିଖ ଯାଏଁ ନାଇଟ କର୍ଫ୍ୟୁ ଲାଗୁ କରାଯାଇଛି। ରାତି ୧୦ଟାରୁ ସକାଳ ୫ଟା ପର୍ଯ୍ୟନ୍ତ ନାଇଟ କର୍ଫ୍ୟୁ ଜାରି ରହିବ। କରୋନା ଦ୍ବିତୀୟ ଲହର ପାଇଁ ଏହି ନାଇଟ କର୍ଫ୍ୟୁ ଲାଗୁ କରାଯାଇଛି।