ସରକାରୀ କାର୍ଯ୍ୟାଳୟକୁ ଜନସାଧାରଣଙ୍କୁ ମନା

ସୁନ୍ଦରଗଡ: କାୟା ବିସ୍ତାର କଲାଣି ମହାମାରୀ କରୋନା। ଦିନକୁ ଦିନ କରୋନା ସଂକ୍ରମଣ ହାର ବଢିବାରେ ଲାଗିଛି। ଯାହା ଏବେ ଚିନ୍ତାଜନକ ପରିସ୍ଥିତି ସୃଷ୍ଟି କରିଛି। ଏହାକୁ ଦୃଷ୍ଟିରେ ରଖି ସଂକ୍ରମଣ ହ୍ରାସ ନେଇ ଜନସାଧାରଣଙ୍କୁ ସରକାରୀ କାର୍ଯ୍ୟାଳୟ ଆସିବାକୁ ମାରଣ କରାଯାଇଛି।
Related Posts
କରୋନା ଯୋଗୁଁ ଜନସାଧାରଣଙ୍କୁ ସୁନ୍ଦରଗଡ ଜିଲ୍ଲାର ସମସ୍ତ ସରକାରୀ କାର୍ଯ୍ୟାଳୟ ଯିବାକୁ ମନା କରାଯାଇଛି। ମେଲ କିମ୍ବା ହେଲଫ ଲାଇନ ନମ୍ବରରେ ଅଭିଯୋଗ ଜଣାଇବାକୁ ପରାମର୍ଶ ଦିଆଯାଇଛି। ସୁନ୍ଦରଗଡ ସଂକ୍ରମଣ ବୃଦ୍ଧି ଦୃଷ୍ଟିରୁ ଜିଲ୍ଲା ପ୍ରଶାସନ ଏହି ପଦକ୍ଷେପ ନେଇଛି।