ମହାରାଷ୍ଟ୍ରରେ ୧୫ ଦିନିଆ କର୍ଫ୍ୟୁ…
ମୁମ୍ବାଇ: ପୁଣି ଦେଶରେ ବଢ଼ି ଚାଲିଛି କରୋନା ସଂକ୍ରମଣ। ଏହାକୁ ଦୃଷ୍ଟିରେ ରଖି ମହାରାଷ୍ଟ୍ରରେ ସବୁଠାରୁ ବଡ଼ କଟକଣା ଜାରି କରାଯାଇଛି। ପୂର୍ବରୁ ମହାରାଷ୍ଟ୍ର ସରକାର ନାଇଟ କର୍ଫ୍ୟୁ ଓ ୱିକଏଣ୍ଡ ଲକଡାଉନ ଜାରି କରିଥିଲେ। ତଥାପି ଦୈନିକ ସଂକ୍ରମଣ ୬୦ ହଜାର ତଳକୁ ଖସି ନଥିଲା। ଏହାକୁ ଦୃଷ୍ଟିରେ ରଖି ଆଜି…