ହସ୍ପିଟାଲ୍ରେ ଅକ୍ସିଜେନ୍ ଲିକ୍,…
ନାଶିକ: ମହାମାରୀ କରୋନାର ଦ୍ରୁତ ସଂକ୍ରମଣ ଭିତରେ ବଡ଼ ଅଘଟଣ ଘଟିଛି। ଆଜି ମହାରାଷ୍ଟ୍ରର ନାସିକରେ ଥିବା ଏକ ଡାକ୍ତରଖାନା ବାହାରେ ଟ୍ୟାଙ୍କରରୁ ଅମ୍ଲଜାନ ଲିକ୍ ହେବା ଫଳରେ ପ୍ରାୟ ୩୦ମିନିଟ୍ ପର୍ଯ୍ୟନ୍ତ ଅମ୍ଳଜାନ ଯୋଗାଣ ବନ୍ଦ ରହିଥିଲା। ଏହା ଫଳରେ ୨୨କରୋନା ଆକ୍ରାନ୍ତଙ୍କର ମୃତ୍ୟୁ ଘଟିଥିବା ଜଣାପଡ଼ିଛି।…