Odisha Link
Bridging the Missing Links in Odisha

ରାଜଧାନୀରେ ସ୍ଥାନାନ୍ତରିତ ହେବ ହାଟ

ଭୁବନେଶ୍ୱର: ରାଜ୍ୟରେ ଦୃତ ଗତିରେ ବଢ଼ୁଛି କରୋନା ସଂକ୍ରମଣ। ରାଜ୍ୟରେ ମଧ୍ୟ ଦିନକରେ ୬୦୦୦ରୁ ଅଧିକ ପଜିଟିଭ କେସ ସାମ୍ନାକୁ ଆସୁଛି। କୋଭିଡ ସଂକ୍ରମଣକୁ ପ୍ରତିହତ କରିବା ପାଇଁ ରାଜ୍ୟ ସରକାର ନାଇଟ କର୍ଫ୍ୟୁ ଏବଂ ସପ୍ତାହନ୍ତ ସଟଡାଉନ ଭଳି ପଦକ୍ଷେପ ଗ୍ରହଣ କରୁଛନ୍ତି।

ରାଜ୍ୟରେ ବଢୁଥିବା କରୋନା ସଂକ୍ରମଣକୁ ଦୃଷ୍ଟିରେ ରଖି ଗତବର୍ଷ ଭଳି ଭୁବନେଶ୍ୱରରେ ଥିବା ପ୍ରମୁଖ ହାଟଗୁଡିକୁ ଅନ୍ୟତ୍ର ସ୍ଥାନାନ୍ତର ପାଇଁ ନିଷ୍ପତ୍ତି ନେଇଛି ବିଏମସି। ୟୁନିଟ-୧ ହାଟ ୟୁନିଟ-୧ ହାଇସ୍କୁଲ ପଡିଆକୁ ସ୍ଥାନାନ୍ତରିତ ହେବ।

ବ୍ରହ୍ମେଶ୍ୱର ହାଟ ବ୍ରହ୍ମେଶ୍ୱର ମେଳଣ ପଡିଆକୁ ହେବ ସ୍ଥାନାନ୍ତର। ଳିଙ୍ଗରାଜ ହାଟ ବିଏମସି ମାର୍କେଟ କମ୍ପେ୍ଲକ୍ସକୁ ଉଠିଯିବ ଆଜିଠୁ ୟୁନିଟ-୪ ହାଟ ଶାସ୍ତ୍ରୀନଗର ଓ ରେଡକ୍ରସ ସମ୍ମୁଖ ରାସ୍ତାକୁ ଉଠିଲା।

Leave A Reply

Your email address will not be published.