ଆଉ ଏକ କରୋନା ଔଷଧକୁ ଗ୍ରୀନ ସିଗ୍ନାଲ
ନୂଆଦିଲ୍ଲୀ: କରୋନାର ଦ୍ରୁତ ସଂକ୍ରମଣ ଭିତରେ ଆଜି ଭାରତରେ ଜରୁରୀ କାଳୀନ ବ୍ୟବହାର ପାଇଁ ଆଉ ଗୋଟିଏ ଔଷଧକୁ ଅନୁମତି ମିଳିଛି। ଆଜି ଡିଜିସିଆଇ ଜାଏଡସ କାଡିଲା ପ୍ରସ୍ତୁତ କରିଥିବା କରୋନା ଔଷଧ ଭିରାଫିନ୍କୁ ଜରୁରୀକାଳୀନ ବ୍ୟବହାର ପାଇଁ ଗ୍ରୀନ ସିଗ୍ନାଲ ଦେଇଛି।
ଏହି ଔଷଧକୁ ମଧ୍ୟମଧରଣର କରୋନା ଲକ୍ଷଣ…