କରୋନା: ଦିନକରେ ଚାଲିଗଲା ୭ ଜୀବନ
ଭୁବନେଶ୍ବର: ରାଜ୍ୟରେ ଅଣାୟତ୍ତ କରୋନା ସ୍ଥିତି। ଦିନକୁ ଦିନ ରାଜ୍ୟରେ ଆକ୍ରାନ୍ତଙ୍କ ସଂଖ୍ୟା ବଢ଼ିବାରେ ଲାଗିଛି। ଅନ୍ୟପଟେ ରାଜ୍ୟରେ ମୃତକଙ୍କ ସଂଖ୍ୟା ମଧ୍ୟ ବଢ଼ିବାରେ ଲାଗିଛି। ଗତ ୨୪ ଘଣ୍ଟା ମଧ୍ୟରେ ୭ ଜଣ କରୋନା ଆକ୍ରାନ୍ତଙ୍କ ମୃତ୍ୟୁ ହୋଇଛି। ରାୟଗଡ଼ା ଜିଲ୍ଲାରୁ ସର୍ବାଧିକ ୨ ଜଣ ବ୍ୟକ୍ତିଙ୍କ ମୃତ୍ୟୁ…