Odisha Link
Bridging the Missing Links in Odisha
Daily Archives

April 27, 2021

ଦିଲ୍ଲୀ ଏମସ୍ ଭର୍ତ୍ତିହେଲେ ସାଂସଦ ଜୁଏଲ…

ନୂଆଦିଲ୍ଲୀ: ଦିଲ୍ଲୀ ଏମସରେ ଭର୍ତ୍ତି ହେଲେ ବରିଷ୍ଠ ବିଜେପି ନେତା ତଥା ସୁନ୍ଦରଗଡ଼ ସାଂସଦ ଜୁଏଲ ଓରାମ। ଗତକାଲି ତାଙ୍କୁ ଚିକିତ୍ସା ପାଇଁ ଦିଲ୍ଲୀ ଏମସ୍ ଭର୍ତ୍ତି କରାଯାଇଛି। ଏନେଇ ନିଜେ ଟ୍ୱିଟ୍ କରି ସୂଚନା ଦେଇଛନ୍ତି ଜୁଏଲ ଓରାମ। ଗତକିଛି ଦିନ ତଳେ ସେ କରୋନାରେ ଆକ୍ରାନ୍ତ ହୋଇଥିଲେ।…

ଆଜିଠୁ ବିଦ୍ୟାଳୟରେ ନାମଲେଖା ଆରମ୍ଭ

ଭୁବନେଶ୍ୱର: ଆଜିଠୁ ରାଜ୍ୟର ପ୍ରାଥମିକ ଓ ମାଧ୍ୟମିକ ସ୍କୁଲରେ ନାମଲେଖା ଆରମ୍ଭ । ୨୦୨୧-୨୨ ଶିକ୍ଷାବର୍ଷ ପାଇଁ ନାମଲେଖା ଆରମ୍ଭ କରିବାକୁ ସ୍କୁଲ ଓ ଗଣଶିକ୍ଷା ବିଭାଗ ପକ୍ଷରୁ ଗତକାଲି ବିଜ୍ଞପ୍ତି ପ୍ରକାଶ ପାଇଛି। ଆଜିଠା ଆସନ୍ତା ମେ’ ୩୧ ପର୍ଯ୍ୟନ୍ତ ଛାତ୍ରଛାତ୍ରୀଙ୍କ ନାମଲେଖା ଅନୁଷ୍ଠିତ ହେବ। ପ୍ରତି…