ଆଇସିୟୁରେ ଜୟନ୍ତ ମହାପାତ୍ର
କଟକ: ଜଣାଶୁଣା ଭାରତୀୟ ଇଂରାଜୀ କବି ପଦ୍ମଶ୍ରୀ ଜୟନ୍ତ ମହାପାତ୍ର କୋଭିଡ୍ରେ ପୀଡ଼ିତ ହୋଇଛନ୍ତି। ତାଙ୍କ ସ୍ବାସ୍ଥ୍ୟାବସ୍ଥା ଗୁରୁତର ହେବାରୁ ତାଙ୍କୁ ଆଇସିୟୁରେ ରଖାଯାଇଛି।
କଟକ ତିନିକୋଣିଆ ବଗିଚାରେ ରହୁଥିବା ୯୩ ବର୍ଷୀୟ ଜୟନ୍ତ ବାର୍ଦ୍ଧକ୍ୟ କାରଣରୁ ପୂର୍ବରୁ ଅସୁସ୍ଥ ଥିଲେ। ଏବେ କରୋନାରେ ପୀଡ଼ତ…