ରାଜ୍ୟରେ ପ୍ରଥମ ବ୍ଲାକ୍ ଫଙ୍ଗସ୍ ରୋଗୀ…
ଭୁବନେଶ୍ୱର: ରାଜ୍ୟରେ ପ୍ରଥମ ବ୍ଲାକ୍ ଫଙ୍ଗସ୍ ରୋଗୀ ଚିହ୍ନଟ। ୭୧ ବର୍ଷୀୟ ରୋଗୀଙ୍କ ଶରୀରରେ ବ୍ଲାକ୍ ଫଙ୍ଗସ୍ ଲକ୍ଷଣ ଚିହ୍ନଟ ହୋଇଛି।ରୋଗୀ ଜଣଙ୍କ ଏବେ ଭୁବନେଶ୍ୱର ଏକ ଘରୋଇ ହସ୍ପିଟାଲରେ ଚିକିତ୍ସାଧୀନ ଅଛନ୍ତି। ଚିହ୍ନଟ ହୋଇଥିବା ରୋଗୀଙ୍କ ସ୍ୱାସ୍ଥ୍ୟାବସ୍ଥା ସ୍ଥିର ଥିବା ଜଣା ପଡିଛି।
ସାରା ଦେଶରେ…