Odisha Link
Bridging the Missing Links in Odisha
Daily Archives

May 17, 2021

ଦେଶରେ କରୋନା: ଦିନକରେ ୨.୮୧ ଲକ୍ଷ…

ନୂଆଦିଲ୍ଲୀ: ଅଣାୟତ୍ତ ହେଲାଣି ମହାମାରୀ କରୋନା। ଦିନକୁ ଦିନ ଆକ୍ରାନ୍ତଙ୍କ ସଂଖ୍ୟା ଏବଂ ମୃତ୍ୟୁସଂଖ୍ୟା ବଢ଼ିବାରେ ଲାଗିଛି। ଗତ ୨୪ ଘଣ୍ଟା ମଧ୍ୟରେ ଦେଶରେ ୨.୮୧ ଲକ୍ଷ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଥିବାବେଳେ ୪୧୦୬ ଜଣଙ୍କର ମୃତ ଘଟିଛି।ଭାରତରେ ସମୁଦାୟ କୋଭିଡ୍‌ ସଂକ୍ରମଣ ମାମଲା ୨,୪୯,୬୫,୪୬୩ ଓ…

ବାତ୍ୟା ସମୟରେ ଗୁଜରାଟରେ ଭୂକମ୍ପ ଝଟକା

ଅହମଦାବାଦ: ସାମୁଦ୍ରିକ ଝଡ଼ ‘ତଉକ୍ତେ’ ଅତି ଭୀଷଣ ରୂପ ଧାରଣ କରିଥିବା ବେଳେ ଗୁଜରାଟ ସମେତ ଆଖପାଖ ଅଞ୍ଚଳକୁ ହାଇ ଆଲର୍ଟ କରାଯାଇଛି। ଏହାରି ମଧ୍ୟରେ ଗୁଜରାଟରେ ଆଜି ଭୂକମ୍ପ ଝଟକା ଅନୁଭୂତ ହୋଇଛି। ଗୁଜରାଟର ସୌରାଷ୍ଟ୍ର ଅଞ୍ଚଳରେ ଶକ୍ତିଶାଳୀ ଝଟକା ଅନୁଭୂତ ହୋଇଛି। ରିକ୍ଟର ସ୍କେଲରେ ଏହାର ତୀବ୍ରତା ୪.୫…

ଆଉ ୨୨ ଜୀବନ ନେଲା କରୋନା

ଭୁବନେଶ୍ୱର: ରାଜ୍ୟରେ କାୟା ମେଲାଇ ଚାଲିଛି କରୋନା। ଦିନକୁ ଦିନ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବଢୁଥିବା ବେଳେ ମୃତ୍ୟୁ ସଂଖ୍ୟା ମଧ୍ୟ ଥମୁନାହିଁ। ଗତ ୨୪ ଘଣ୍ଟା ମଧ୍ୟରେ ୧୦୭୫୭ ଜଣ କୋଭିଡ଼ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ୨୨ ଜଣ କରୋନା ଆକ୍ରାନ୍ତଙ୍କ ମୃତ୍ୟୁ ଘଟିଛି। ଏହାକୁ ମିଶାଇ ରାଜ୍ୟରେ ମୋଟ୍…

ରାଜ୍ୟରେ କରୋନା: ଦିନକରେ ୧୦୭୫୭ ପଜିଟିଭ୍…

ଭୁବନେଶ୍ୱର: ରାଜ୍ୟରେ କାୟା ମେଲାଇ ଚାଲିଛି କରୋନା। ଦିନକୁ ଦିନ ବଢିବାରେ ଲାଗିଛି କରୋନା ଆକ୍ରାନ୍ତଙ୍କ ସଂଖ୍ୟା। ତେବେ ଗତ ୨୪ ଘଣ୍ଟା ମଧ୍ୟରେ ୧୦୭୫୭ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି। ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୬୦୨୪ ଜଣ କ୍ବାରେଣ୍ଟାଇନ୍‌ରେ ରହିଥିବା ବେଳେ ୪୭୩୩ ଜଣ ସ୍ଥାନୀୟ…

କରୋନା ସ୍ଥିତି ମୁକାବିଲା ନେଇ ଆଜି…

ଭୁବନେଶ୍ବର: ରାଜ୍ୟରେ କାୟା ମେଲାଉଛି ମହାମାରୀ କରୋନା। ଦିନକୁ ଦିନ ହୁ ହୁ ହୋଇ ବଢିବାରେ ଲାଗିଛି ସଂକ୍ରମଣ ହାର। ଏହାକୁ ଦୃଷ୍ଟିରେ ରଖି କରୋନା ମୁକାବିଲା ନେଇ ଆଜି ବସିବାକୁ ଯାଉଛି ସର୍ବଦଳୀୟ ବୈଠକ। ବାଚସ୍ପତି ସୂର୍ଯ୍ୟ ନାରାୟଣ ପାତ୍ରଙ୍କ ଅଧ୍ୟକ୍ଷତାରେ ସର୍ବଦଳୀୟ ବୈଠକ ବସିବ। ସନ୍ଧ୍ୟା ୫ଟା ୩୦…

ଆଜି ବଣ୍ଟନ ହେବ କରୋନା ବିରୋଧି ଔଷଧ…

ଆଜି ବଣ୍ଟନ ହେବ କରୋନା ବିରୋଧି ଔଷଧ ‘ଟୁ-ଡିଜି’ ନୂଆଦିଲ୍ଲୀ: କରୋନାକୁ ମାତ୍‌ ଦେବା ପାଇଁ ଆଜି ବଣ୍ଟନ ହେବ ଡିଆରଡିଓ ଦ୍ବାରା ପ୍ରସ୍ତୁତ କରୋନା ଔଷଧ -୨ଡିଜି। ସକାଳ ସାଢେ ୧୦ଟାରେ ପ୍ରତିରକ୍ଷା ମନ୍ତ୍ରୀ ରାଜନାଥ ସିଂ ଏବଂ କେନ୍ଦ୍ର ସ୍ବାସ୍ଥ୍ୟମନ୍ତ୍ରୀ ହର୍ଷବର୍ଦ୍ଧନ ଏହି ଆଣ୍ଟି କୋଭିଡ ଔଷଧର…