ମାଡ଼ି ଆସୁଛି ବାତ୍ୟା: ଲ୍ୟାଣ୍ଡଫଲ ସମୟରେ…
ଭୁବନେଶ୍ବର: ଉପକୂଳ ମୁହାଁ ବାତ୍ୟା ୟଶ୍। ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଲଘୁଚାପ ଅବପାତରେ ପରିଣତ ହୋଇଛି। ବାତ୍ୟା ୟଶ ପାରାଦୀପ ଓ ସାଗର ଦ୍ୱୀପ ମଧ୍ୟରେ ଲ୍ୟାଣ୍ଡଫଲ କରିବ। ୨୬ ତାରିଖ ସଂଧ୍ୟାରେ ବାତ୍ୟା ସ୍ଥଳଭାଗ ଛୁଇଁବ ବୋଲି ଆଇଏମଡି ନିର୍ଦ୍ଦେଶକ ଡକ୍ଟର ମୃତ୍ୟୁଞ୍ଜୟ ମହାପାତ୍ର ପ୍ରକାଶ କରିଛନ୍ତି।…