ଆଜି ଅପରାହ୍ନରେ ବାତ୍ୟା ସ୍ଥିତି ସମୀକ୍ଷା…
ଭୁବନେଶ୍ବର: ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ବାତ୍ୟା ୟାସ୍ ଅତି ଭୀଷଣ ସାମୁଦ୍ରିକ ଝଡର ରୂପ ନେଇ ଓଡିଶା ମୁହାଁ ହେଉଛି। ବାତ୍ୟା ମୁକାବିଲା ପାଇଁ ସରକାର ପ୍ରସ୍ତୁତ ଥିବା ବେଳେ ପ୍ରଶାସନ ଲୋକମାନଙ୍କୁ ସୁରକ୍ଷିତ ସ୍ଥାନକୁ ସ୍ଥାନାନ୍ତର କରୁଛି। ବାତ୍ୟା ୟାସ୍ ନେଇ ଏସଆରସି କଣ୍ଟ୍ରୋଲ ରୁମରୁ ବାତ୍ୟା…