ବାତ୍ୟା ୟାସର ଲ୍ୟାଣ୍ଡଫଲ୍ ପ୍ରକ୍ରିୟା ଶେଷ

ଭୁବନେଶ୍ବର: ବାତ୍ୟା ୟାସର ଲ୍ୟାଣ୍ଡଫଲ୍ ପ୍ରକ୍ରିୟା ଶେଷ। ଦିନ ୧୦ଟା ୩୦ରୁ ୧୧ଟା ୩୦ ମଧ୍ୟରେ ଉପକୂଳ ଅତିକ୍ରମ କଲା ବାତ୍ୟା ୟାସ୍। ଲ୍ୟାଣ୍ଡଫଲ୍ ପ୍ରକ୍ରିୟା ଶେଷ ନେଇ IMD ଡିଜି ମୃତ୍ୟୁଞ୍ଜୟ ମହାପାତ୍ର ସୂଚନା ଦେଲେ।
Related Posts
ବାତ୍ୟା ୟାସ ଉପକୂଳ ଅତିକ୍ରମ ବେଳେ ପବନର ବେଗ ୧୩୦ରୁ ୧୫୦କିମି ଥିଲା। ଆଗାମୀ ୩ ଘଣ୍ଟା ମଧ୍ୟରେ ଏହା ଦୁର୍ବଳ ହେବ।