କରୋନା ସଂକ୍ରମିତଙ୍କ ପାଖରେ ନିଜଲୋକ…
ଭୁବନେଶ୍ୱର: ପରିବାରର କେହି କରୋନା ସଂକ୍ରମିତ ହୋଇଗଲେ ଆମେ ତାଙ୍କ ସ୍ୱାସ୍ଥ୍ୟାବସ୍ଥା ନେଇ ବ୍ୟତିବ୍ୟସ୍ତ ହୋଇଉଠୁଛୁ। ଏହି ଅଦୃଶ୍ୟ ଶତ୍ରୁ ଦ୍ୱାରା କବଳିତ ହେବା ପରେ ସେହି ଆତ୍ମିୟ ଜଣଙ୍କ ପାଖରେ ଯଦି କେହି ନିଜ ଲୋକ ରହିପାରିବା ସମ୍ଭବପର ନ ହୁଏ ତେବେ ଉଭୟ ସଂକ୍ରମିତ ଏବଂ ପରିବାର ସଦସ୍ୟଙ୍କ ମନୋବଳ…