ମାଟ୍ରିକ ରେଜଲ୍ଟ: ପାସ୍ ହାର ୯୭.୮୯,…
କଟକ: ମାଧ୍ୟମିକ ଶିକ୍ଷା ପରିଷଦ (ବୋର୍ଡ) ଦ୍ୱାରା ଚଳିତ ବର୍ଷର ମାଟ୍ରିକ ପରୀକ୍ଷା ଫଳାଫଳ ପ୍ରକାଶ ପାଇଛି। କରୋନା ସଂକଟ ସମୟରେ ଚଳିତ ବର୍ଷ ମାଟ୍ରିକ ପରୀକ୍ଷା ହୋଇପାରି ନଥିବାରୁ ବିକଳ୍ପ ବ୍ୟବସ୍ଥାରେ ମୂଲ୍ୟାୟନ କରାଯାଇ ଫଳାଫଳ ପ୍ରକାଶ କରାଯାଇଛି। ରାଜ୍ୟରେ ମାଟ୍ରିକ ପରୀକ୍ଷା ପାସ୍ ହାର ୯୭.୮୯ ରହିଛି।…