Odisha Link
Bridging the Missing Links in Odisha
Daily Archives

July 19, 2021

ACF ସୌମ୍ୟରଞ୍ଜନ ମୃତ୍ୟୁ ମାମଲା:…

ପାରଳାଖେମୁଣ୍ଡି: ଏସିଏଫ ସୌମ୍ୟରଞ୍ଜନ ମୃତ୍ୟୁ ମାମଲାରେ ପୁଲିସ ବିଭିନ୍ନ ଦିଗକୁ ନେଇ ତଦନ୍ତ କରୁଛି। ଆଜି ସୌମ୍ୟରଞ୍ଜନଙ୍କ ପରିବାର ଲୋକଙ୍କ ପଚରାଉଚରା କରୁଛି ପୋଲିସ। ପାରଳାଖେମୁଣ୍ଡିରୁ ଆସିଥିବା ସ୍ୱତନ୍ତ୍ର ତଦନ୍ତକାରୀ ଟିମ୍ ମୃତ ସୌମ୍ୟଙ୍କ ମା’ ଓ ମାମୁଙ୍କୁ ପଚରାଉଚରା କରିଛି। ପଚରାଉଚରା ବେଳେ,…

ସାନିଆ ମିର୍ଜାଙ୍କୁ ମିଳିଲା ଦୁବାଇର…

ନୂଆଦିଲ୍ଲୀ: ଟେନିସ୍ ଖେଳାଳି ସାନିଆ ମିର୍ଜା ସମଗ୍ର ବିଶ୍ୱରେ ନିଜର ଏକ ଭିନ୍ନ ପରିଚୟ ସୃଷ୍ଟି କରିଛନ୍ତି। ସାନିଆ ମିର୍ଜାଙ୍କୁ ଦୁବାଇରୁ ଗୋଲଡେନ୍ ଭିସା ପ୍ରଦାନ କରାଯାଇଛି। ସାନିଆ ବର୍ତ୍ତମାନ ତାଙ୍କ ସ୍ୱାମୀ ତଥା ପୂର୍ବତନ ପାକିସ୍ତାନୀ କ୍ରିକେଟର ଶୋଏବ ମଲିକଙ୍କ ସହ ସଂଯୁକ୍ତ ଆରବ ଏମିରେଟ୍ସ (ୟୁଏଇ)ରେ…

ଗୁଣି ଗାରେଡ଼ି ସନ୍ଦେହରେ କଙ୍ଗାରୁ…

ବଲାଙ୍ଗୀର: ଗୁଣି ଗାରେଡ଼ି ସନ୍ଦେହରେ ବୃଦ୍ଧଙ୍କୁ ହତ୍ୟା। ବଲାଙ୍ଗୀର ଜିଲ୍ଲା ସଇଁତଳା ଥାନା ବଡମାଳ ଫାଣ୍ଡି ଅନ୍ତର୍ଗତ ବରାହମାଲ ଗାଁରେ ଏଭଳି ଅଭାବନୀୟ ଘଟଣା ଦେଖିବାକୁ ମିଳିଛି। ମୃତକ ହେଲେ ବରାହମାଲର ୬୫ ବର୍ଷ ବୟସର ନିତ୍ୟା ଭୋଇ। ଗତକାଲି ବିଳମ୍ବିତ ରାତିରେ ଏଭଳି ଏକ ଅଭାବନୀୟ ଘଟଣା ଘଟିଥିବା ନେଇ…

୫ ଜିଲ୍ଲାରେ ବର୍ଷା ଆଶଙ୍କା, ୟେଲୋ…

ଭୁବନେଶ୍ୱର: ଆସନ୍ତା ୨୪ ଘଣ୍ଟା ମଧ୍ୟରେ ରାଜ୍ୟର ୫ଟି ଜିଲ୍ଲାରେ ପ୍ରବଳ ବର୍ଷା ଆଶଙ୍କା। ଭୁବନେଶ୍ୱର ଆଂଚଳିକ ପାଣିପାଗ କେନ୍ଦ୍ରପକ୍ଷରୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି। ଏହି ଜିଲ୍ଲାଗୁଡିକ ହେଉଛି ନୂଆପଡ଼ା, କଳାହାଣ୍ଡି, କେନ୍ଦୁଝର, କନ୍ଧମାଳ ଓ ଦେବଗଡ଼। ଏଥସହ ମାଲକାନଗିରି, କୋରାପୁଟ, ରାୟଗଡ଼ା,…

ଆଜି ରାତି ୮ରୁ ପୁରୀରେ କର୍ଫ୍ୟୁ ଲାଗୁ

ପୁରୀ: ରାତି ପାହିଲେ ବାହୁଡା ଯାତ୍ରା। ଶ୍ରୀଜିଉଙ୍କ ବାହୁଡା ଯାତ୍ରା ଲାଗି ଆରମ୍ଭ ହୋଇଛି ପ୍ରସ୍ତୁତି। ଗୁଣ୍ଡିଚା ଯାତ୍ରା ପରି ବାହୁଡାରେ ବି ଲାଗିଛି କଟକଣା। ଆଜି ରାତି ୮ରୁ ପୁରୀ ସହରରେ କର୍ଫ୍ୟୁ ଲାଗୁ ହେବ। ଜନ୍ମବେଦୀରୁ ରତ୍ନବେଦୀ ଅଭିମୁଖେ ଗଡ଼ିବ ତିନି ରଥ। ତେବେ ବାହୁଡ଼ା ଦଶମୀ ପାଇଁ ତିନି ରଥ…

ଆଜି ଜନ୍ମବେଦୀରେ ମହାପ୍ରଭୁଙ୍କ ଶେଷ…

ପୁରୀ: ଆଜି ଜନ୍ମବେଦିରେ ମହାପ୍ରଭୁଙ୍କ ସନ୍ଧ୍ୟା ଦର୍ଶନ। ମହାପ୍ରଭୁଙ୍କ ଜନ୍ମବେଦିରେ ଏହା ଶେଷ ଦର୍ଶନ। ଦର୍ଶନ ଦେଇ ମହାପ୍ରଭୁ ବାହୁଡ଼ା ଯାତ୍ରାରେ ବାହାରିବେ। ପ୍ରତିବର୍ଷ ସନ୍ଧ୍ୟା ଦର୍ଶନରେ ଭକ୍ତଙ୍କ ପ୍ରବଳ ସମାଗମ ହେଉଥିବାରୁ ଶୃଙ୍ଖଳିତ ଦର୍ଶନ ପାଇଁ ବ୍ୟାପକ ସୁରକ୍ଷା ବ୍ୟବସ୍ଥା କରାଯାଇଥାଏ। କିନ୍ତୁ…

ନବଜୋତ ସିଂହ ସିଦ୍ଧୁ ପଞ୍ଜାବ କଂଗ୍ରେସ…

ନୂଆଦିଲ୍ଲୀ: ପଞ୍ଜାବ କଂଗ୍ରେସରେ ଦୀର୍ଘଦିନ ଧରି ରହିଥିବା ରାଜନୈତିକ ବାଦ ବିବାଦର ଅନ୍ତ ଘଟିଛି। ରବିବାର ସିଦ୍ଧୁଙ୍କୁ ଅଖିଳ ଭାରତୀୟ କଂଗ୍ରେସ କମିଟି ପକ୍ଷରୁ ପଞ୍ଜାବ କଂଗ୍ରେସର ଦାୟିତ୍ୱ ପ୍ରଦାନ କରାଯାଇଛି। କଂଗ୍ରେସର ଅନ୍ତରୀଣ ସଭାପତି ସୋନିଆ ଗାନ୍ଧୀ ସିଦ୍ଧୁଙ୍କ ନାମରେ ମୋହର ମାରିବା ସହିତ ଦୀର୍ଘ…

ଉତ୍ତରାଖଣ୍ଡରେ ବାଦଲଫଟା ବର୍ଷା

ଡେରାଡୁନ୍: ଦେଶର ବିଭିନ୍ନ ସ୍ଥାନରେ ଜାରି ରହିଛି ବର୍ଷା। ଉତ୍ତରାଖଣ୍ଡରେ ମଧ୍ୟ ବାଦଲଫଟା ବର୍ଷା ଲାଗି ରହିଛି। ଯାହା ଫଳରେ ୩ଜଣଙ୍କ ମୃତ୍ୟୁ ହୋଇଥିବା ବେଳେ ୪ଜଣ ନିଖୋଜ ଥିବା ସୂଚନା ମିଳିଛି। ଉତ୍ତରକାଶି ଜିଲ୍ଲାର ମାଣ୍ଡୋ ଜିଲ୍ଲାରେ ବାଦଲଫଟା ବର୍ଷାରେ ଏହି ଅଘଟଣ ଘଟିଛି। ସୂଚନା ଅନୁଯାୟୀ, ଗତକାଲି…

ଆଜିଠୁ ସ୍ୱାଭାବିକ ହେଲା ବସ୍‌ ଚଳାଚଳ

ଭୁବନେଶ୍ୱର: ଆଜିଠାରୁ ରାଜ୍ୟରେ ସ୍ୱାଭାବିକ ହେଲା ବସ ଚଳାଚଳ। ବରମୁଣ୍ଡା ବସଷ୍ଟାଣ୍ଡରୁ ରାଜ୍ୟର ସବୁ ଜିଲ୍ଲାକୁ ବସ ଚଳାଚଳ ଆରମ୍ଭ ହୋଇଛି। କରୋନା ଗାଇଡଲାଇନ ସହ ଯାତ୍ରୀ ପରିବହନ ସେବା ଆରମ୍ଭ ହୋଇଛି। ସମସ୍ତେ ମାସ୍କ ପିନ୍ଧିବା ବାଧ୍ୟତାମୂଳକ କରାଯାଇଛି। ବସରେ ନୋ ମାସ୍କ ନୋ ଏଣ୍ଟ୍ରି କରାଯାଇଛି। ବସରେ…

ଥମୁନି ମୃତ୍ୟୁସଂଖ୍ୟା: ରାଜ୍ୟରେ ଆଉ ୫୮…

ଭୁବନେଶ୍ୱର: ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା କମିଥିବା ବେଳେ ମୃତ୍ୟୁସଂଖ୍ୟା ଥମୁନାହିଁ। ଗତ ୨୪ ଘଣ୍ଟା ମଧ୍ୟରେ ୧୬୪୮ ଜଣ କୋଭିଡ୍ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ୫୮ ଜଣ କରୋନା ଆକ୍ରାନ୍ତ ପ୍ରାଣ ହରାଇଛନ୍ତି। ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନାଜନିତ ମୃତ୍ୟୁ ସଂଖ୍ୟା ୫୧୧୬କୁ ବୃଦ୍ଧି ପାଇଛି।…