ଆସନ୍ତା ମାସରୁ ପିଲାଙ୍କୁ କୋଭିଡ୍ ଟିକା!
ନୂଆଦିଲ୍ଲୀ: ଦିନକୁ ଦିନ କରୋନା ସଂକ୍ରମଣ କମିବାରେ ଲାଗିଛି। ଏସବୁ ମଧ୍ୟରେ ଟିକାକରଣ ପ୍ରକ୍ରିୟାକୁ ଜୋରଦାର କରିଛନ୍ତି ସରକାର। ବର୍ତ୍ତମାନ ଦେଶରେ ୧୮ ବର୍ଷରୁ ଉର୍ଦ୍ଧ୍ବ ନାଗରିକଙ୍କୁ କରୋନା ଟିକା ଦିଆ ଯାଉଥିବା ବେଳେ ଆସନ୍ତା ମାସରୁ ୧୮ ବର୍ଷରୁ କମ୍ ବୟସର ପିଲାଙ୍କୁ ଟିକା ଦିଆଯିବ ବୋଲି ସୂଚନା…