Odisha Link
Bridging the Missing Links in Odisha
Daily Archives

August 12, 2021

ହିମାଚଳ ପ୍ରଦେଶ ଭୂସ୍ଖଳନ ଘଟଣା: ମୃତ୍ୟୁ…

ହିମାଚଳ ପ୍ରଦେଶ: ହିମାଚଳ ପ୍ରଦେଶ ଭୂସ୍ଖଳନ ଘଟଣାରେ ମୃତ୍ୟୁ ସଂଖ୍ୟା ୧୩କୁ ବୃଦ୍ଧି ପାଇଛି। ମାଟି ଅତଡା ଧସିବାରୁ ଏକ ଯାତ୍ରୀବାହୀ ବସ୍ ସମେତ ବିଭିନ୍ନ ଗାଡିରେ ପ୍ରାୟ ୫୦ ଜଣ ଫସି ରହିଛନ୍ତି। ତେଣୁ ମୃତ୍ୟୁସଂଖ୍ୟା ଆହୁରି ବଢିବା ଆଂଶକା କରାଯାଉଛି। ଘଟଣାସ୍ଥଳରୁ ୧୪ ଜଣଙ୍କୁ ଉଦ୍ଧାର କରାଯାଇଛି। ଏବେ ବି…

ଥମୁନି ମୃତ୍ୟୁସଂଖ୍ୟା: କରୋନା ନେଲା ଆଉ…

ଭୁବନେଶ୍ୱର: ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା କମୁଥିବା ବେଳେ ମୃତ୍ୟୁସଂଖ୍ୟା ଥମୁନି। ଗତ ୨୪ ଘଣ୍ଟା ମଧ୍ୟରେ ୧୧୦୭ଜଣ କୋଭିଡ୍ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ୬୭ ଜଣ କରୋନା ଆକ୍ରାନ୍ତ ପ୍ରାଣ ହରାଇଛନ୍ତି। ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନାଜନିତ ମୃତ୍ୟୁ ସଂଖ୍ୟା ୬୬୯୭କୁ ବୃଦ୍ଧି ପାଇଛି।…

ରାଜ୍ୟରେ କରୋନା: ୨୪ ଘଣ୍ଟାରେ ୧୧୦୭ ନୂଆ…

ଭୁବନେଶ୍ୱର: ରାଜ୍ୟରେ ଧୀରେ ଧୀରେ କମୁଛି ସଂକ୍ରମଣ ହାର। ଗତ ୨୪ ଘଣ୍ଟା ମଧ୍ୟରେ ୧୧୦୭ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି। ତେବେ ଆଜି ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ଜଣ ୬୪୬ କ୍ୱାରେଣ୍ଟାଇନ୍‌ରୁ ହୋଇଥିବା ବେଳେ ୪୬୧ ଜଣ ଲୋକାଲ୍‌ କେସ୍‌ ରହିଛନ୍ତି। ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ…

ରାଜଧାନୀରେ ଯୁବତୀଙ୍କୁ ଏସିଡ଼ ମାଡ଼

ଭୁବନେଶ୍ୱର: ରାଜଧାନୀରେ ଯୁବତୀଙ୍କ ଉପରକୁ ଏସିଡ଼ ମାଡ଼। ଭୁବନେଶ୍ୱର ଧଉଳି ଅଞ୍ଚଳରେ ଏଭଳି ଘଟଣା ଘଟିଛି। ଯୁବତୀଙ୍କ ଅବସ୍ଥା ସଙ୍କଟାପନ୍ନ ରହିଥିବା ବେଳେ ତାଙ୍କୁ ପ୍ରଥମେ କ୍ୟାପିଟାଲ ହସ୍ପିଟାଲରେ ଭର୍ତ୍ତି କରାଯାଇଥିଲା। କ୍ୟାପିଟାଲ ହସ୍ପିଟାଲରେ ଅବସ୍ଥା ଗୁରୁତର ହେବାରୁ ତାଙ୍କୁ ଏସସିବି ସ୍ଥାନାନ୍ତର…

ଆଜିଠୁ +୨ ନାମଲେଖା ପାଇଁ ଆବେଦନ ଆରମ୍ଭ

ଭୁବନେଶ୍ୱର: ଆଜିଠୁ ଯୁକ୍ତ ଦୁଇ ନାମଲେଖା ପାଇଁ ଆବେଦନ ପ୍ରକ୍ରିୟା ଆରମ୍ଭ ହେବ। ସାମ୍ସ ପୋର୍ଟାଲରେ ଛାତ୍ରଛାତ୍ରୀମାନେ ନାମ ଲେଖାଇବାକୁ ଆବେଦନ କରିପାରିବେ। ଏଥିପାଇଁ ପୂର୍ବାହ୍ନ ୧୧ଟାରୁ ୱେବସାଇଟରେ ଆବେଦନ ପତ୍ର ମିଳିବ। ଆବେଦନର ଶେଷ ତାରିଖ ସେପ୍ଟେମ୍ବର ୫ ରଖାଯାଇଛି। ୧୩ ସେପ୍ଟେମ୍ବର ପୂର୍ବାହ୍ନ…

ଖୋଲିଲା ଶ୍ରୀମନ୍ଦିର: ଜଗା ଦର୍ଶନ…

ପୁରୀ: ଆଜିଠୁ ଖୋଲିଲା ଶ୍ରୀମନ୍ଦିର। ସକାଳୁ ମହାପ୍ରଭୁଙ୍କ ଦର୍ଶନ କରୁଛନ୍ତି ଶ୍ରଦ୍ଧାଳୁ। ଆଜି ଏବଂ ଆସନ୍ତାକାଲି ଦୁଇ ଦିନ ଧରି ସେବକ ପରିବାରକୁ ଦର୍ଶନ କରିବାକୁ ଅନୁମତି ଦିଆଯାଇଛି। ମହାପ୍ରଭୁଙ୍କ ମଙ୍ଗଳ ଆଳତୀ ଠାରୁ ରାତ୍ର ପହୁଡ ପର୍ଯ୍ୟନ୍ତ ଦର୍ଶନ କରିବେ। ଏଥିପାଇଁ ନିଜର ଭୋଟର କାର୍ଡ, ଆଧାର କାର୍ଡ…