ବଙ୍ଗୋପସାଗରରେ ଘୂର୍ଣ୍ଣିବଳୟ, ପ୍ରବଳ…
ଭୁବନେଶ୍ବର: ବଙ୍ଗୋପସାଗରରେ ସୃଷ୍ଟି ହୋଇଛି ଘୃର୍ଣ୍ଣିବଳୟ। ପରବର୍ତ୍ତୀ ସମୟରେ ଆସ୍ଥେ ଆସ୍ଥେ ଘୂର୍ଣ୍ଣିବଳୟ ଲଘୁଚାପରେ ପରିଣତ ହେବ। ଯାହାର ପ୍ରଭାବରେ ଅଗଷ୍ଟ ୧୫ ତାରିଖ ପରେ ରାଜ୍ୟରେ ବର୍ଷାର ପରିମାଣ ବଢ଼ିବାର ସମ୍ଭାବନା ରହିଛି। ଲଘୁଚାପ ଜନିତ ବର୍ଷା ହେଲେ ବହୁ ମାତ୍ରାରେ ନିଅଣ୍ଟିଆ ବର୍ଷାକୁ ଭରଣା…