Odisha Link
Bridging the Missing Links in Odisha
Daily Archives

August 19, 2021

ଫାଟିଲା ଗ୍ୟାସ୍ ଟାଙ୍କି, ୭ ଗୁରୁତର

ବାଣପୁର: ରୋଷେଇ ବେଳେ ଫାଟିଲା ଗ୍ୟାସ୍ ଟାଙ୍କି। ଗ୍ୟାସ୍ ଟାଙ୍କି ଫାଟି ୭ ଜଣ ଗୁରୁତର। ଏଭଳି ଅଭାବନୀୟ ଘଟଣା ଘଟିଛି ଖୋର୍ଦ୍ଧା ଜିଲ୍ଲା ବାଣପୁର ଥାନା ଗମ୍ଭାରୀମୁଣ୍ଡା ଗାଁରେ। ସୂଚନାଯୋଗ୍ୟ, ବାଣପୁର ଥାନା ଗମ୍ଭାରୀମୁଣ୍ଡା ଗାଁରେ ରୋଷେଇ କରିବା ବେଳେ ହଠାତ ଗ୍ୟାସ୍ ଟାଙ୍କି ବିସ୍ଫୋରଣ ହୋଇଥିଲା। ଫଳରେ…

ପଞ୍ଜାବର ଧାର୍ମିକସ୍ଥଳ ଉପରେ ଆକ୍ରମଣ…

ପଞ୍ଜାବ: ପଞ୍ଜାବର ଧାର୍ମିକସ୍ଥଳ ଉପରେ ଆକ୍ରମଣ ଷଡଯନ୍ତ୍ର ପଣ୍ଡ। ପାକିସ୍ତାନର କୁଖ୍ୟାତ ଗୁପ୍ତଚର ଏଜେନ୍ସି ଆଇଏସଆଇ ପଞ୍ଜାବରେ ଆତଙ୍କ ସୃଷ୍ଟି କରିବା ପାଇଁ ଷଡଯନ୍ତ୍ର ରଚିଥିଲା। ଆତଙ୍କବାଦୀ ସଂଗଠନ ବାବର ଖାଲସା ଇଣ୍ଟରନ୍ୟାସନାଲ (ବି.କେ.ଆଇ) ମାଧ୍ୟମରେ ପଞ୍ଜାବରେ ଧାର୍ମିକ ସ୍ଥାନ ଏବଂ ଧାର୍ମିକ…

ଥମୁନି ମୃତ୍ୟୁସଂଖ୍ୟା: କରୋନା ନେଲା ଆଉ…

ଭୁବନେଶ୍ୱର: ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା କମୁଥିବା ବେଳେ ମୃତ୍ୟୁସଂଖ୍ୟା ଥମୁନି। ଗତ ୨୪ ଘଣ୍ଟା ମଧ୍ୟରେ ୧୦୪୧ ଜଣ କୋଭିଡ୍ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ୬୮ ଜଣ କରୋନା ଆକ୍ରାନ୍ତ ପ୍ରାଣ ହରାଇଛନ୍ତି। ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନାଜନିତ ମୃତ୍ୟୁ ସଂଖ୍ୟା ୭୧୫୪କୁ ବୃଦ୍ଧି ପାଇଛି।…

କରୋନା: ୧୦୪୧ ନୂଆ ପଜିଟିଭ ଚିହ୍ନଟ, ୧୨୮…

ଭୁବନେଶ୍ବର: ରାଜ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ୧୦୪୧ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି। ତେବେ ଆଜି ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ଜଣ ୬୦୫ କ୍ୱାରେଣ୍ଟାଇନ୍‌ରୁ ହୋଇଥିବା ବେଳେ ୪୩୬ ଜଣ ଲୋକାଲ୍‌ କେସ୍‌ ରହିଛନ୍ତି। ସେହିପରି ଚିହ୍ନଟ ହୋଇଥିବା ଆକ୍ରାନ୍ତଙ୍କ ମଧ୍ୟରେ ୧୮ ବର୍ଷରୁ କମ୍‌ ବୟସର…

ଆଫଗାନବାସୀଙ୍କୁ ସମ୍ବୋଧନ କଲେ ଘନି,…

ୟୁଏଇ: ୟୁଏଇରୁ ଆଫଗାନବାସୀଙ୍କୁ ରାଷ୍ଟ୍ରପତି ଅସରଫ ଘନିଙ୍କ ସମ୍ବୋଧନ। ସେ କହିଛନ୍ତି, ରକ୍ତାକ୍ତ ସଂଘର୍ଷ ଏଡ଼ାଇବାକୁ ଦେଶ ଛାଡ଼ିଲେ। ମୋ ଇଚ୍ଛା ବିରୋଧରେ ଦେଶରୁ ମୋତେ ବାହାରକୁ ପଠାଗଲା। ଯେଉଁମାନେ କହୁଛନ୍ତି ପଳାୟନ କଲି, ସେମାନେ ସତକଥା ଜାଣିବା ଜରୁରୀ। ସେ ଆହୁରି କହିଛନ୍ତି, ଆଫଗାନିସ୍ତାନର ସୁରକ୍ଷା…

ଭାରତ ସହ ଆମଦାନୀ-ରପ୍ତାନୀ ବନ୍ଦ କଲା…

ନୂଆଦିଲ୍ଲୀ: ଆଫଗାନିସ୍ତାନ କବଜା ପରେ ତାଲିବାନ ଭାରତ ସହ ସମସ୍ତ ପ୍ରକାରର ବ୍ୟବସାୟିକ ସମ୍ପର୍କଚ୍ଛିନ୍ନ କରିଛି। ତାଲିବାନ ଭାରତ ସହ ଚାଲିଥିବା ଆମଦାନୀ ଓ ରପ୍ତାନୀକୁ ବନ୍ଦ କରିଦେଇଛି। ଫେଡେରେସନ ଅଫ ଇଣ୍ଡିଆ ଏକ୍ସପୋର୍ଟ ସଙ୍ଗଠନର ମୁଖ୍ୟ ଡକ୍ଟର ଅଜୟ ସହାୟ ଏହା କହିଛନ୍ତି। ସମ୍ବାଦ ସରବରାହ ସଂସ୍ଥା…

ଓଡ଼ିଶା ଆସୁଛନ୍ତି କେନ୍ଦ୍ରମନ୍ତ୍ରୀ…

ନୂଆଦିଲ୍ଲୀ: ଓଡ଼ିଶା ଆସୁଛନ୍ତି କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ଓ ଅଶ୍ବିନୀ ବୈଷ୍ଣବ। ଦେଶର ନୂଆ ଶିକ୍ଷାମନ୍ତ୍ରୀ ତଥା ଦକ୍ଷତା ବିକାଶ ଏବଂ ଉଦ୍ୟମିତା ମନ୍ତ୍ରଣାଳୟର ଦାୟିତ୍ବ ନେବା ପରେ ପ୍ରଥମ ଥର ପାଇଁ ଓଡିଶା ଗସ୍ତରେ ଆସୁଛନ୍ତି କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ। ରେଳମନ୍ତ୍ରୀ ଅଶ୍ବିନୀ ବୈଷ୍ଣବ…

ରାଜଧାନୀରେ ଡ଼େଙ୍ଗୁ ଆତଙ୍କ: ୨୪ ଘଣ୍ଟାରେ…

ଭୁବନେଶ୍ୱର: ରାଜଧାନୀରେ କାୟା ମେଲାଉଛି ଚାଲିଛି ଡେଙ୍ଗୁ। ଡେଙ୍ଗୁ ଆକ୍ରାନ୍ତଙ୍କ ସଂଖ୍ୟା ହୁହୁ ବଢ଼ିବାରେ ଲାଗିଛି। ଗତ ୨୪ ଘଣ୍ଟାରେ ଭୁବନେଶ୍ୱରରେ ମୋଟ ୧୧୬ଜଣ ଡେଙ୍ଗୁ ରୋଗୀ ଚିହ୍ନଟ ହୋଇଛନ୍ତି। ଫଳରେ ଭୁବନେଶ୍ୱରରେ ମୋଟ ଡେଙ୍ଗୁ ରୋଗୀଙ୍କ ସଂଖ୍ୟା ୧ ହଜାର ୪୭୦କୁ ବୃଦ୍ଧି ପାଇଛି। ବର୍ତ୍ତମାନ ସୁଦ୍ଧା ୧…

୧୦ଲକ୍ଷ ଟଙ୍କାର ଗଞ୍ଜେଇ ଜବତ, ୩ ଗିରଫ

କୋରାପୁଟ: କୋରାପୁଟ ଜିଲ୍ଲା ମାଛକୁଣ୍ଡ ପୁଲିସ ୧୦୮ କେଜି ୬୦୦ ଗ୍ରାମ୍‌ ଗଞ୍ଜେଇ ଜବତ କରିଛି। ଏଥିସହ ସଂପୃକ୍ତ ୩ଜଣ ବେପାରୀଙ୍କୁ ଗିରଫ କରାଯାଇଛି। ମାଛକୁଣ୍ଡ ଅଞ୍ଚଳରୁ ରାଜସ୍ଥାନକୁ ଏକ କାର୍‌ (ଆର୍‌କେ ୧୪ସିୟୁ -୭୬୭୪) ଯୋଗେ ଗଞ୍ଜେଇ ଚୋରା ଚାଲାଣ ହେଉଥିବା ଖବର ପାଇ ମାଛକୁଣ୍ଡ ଥାନା ଅଧିକାରୀ ପ୍ରଫୁଲ୍ଲ…

କଳାହାଣ୍ଡି ବିଶ୍ୱବିଦ୍ୟାଳୟକୁ ମିଳିଲା…

କଳାହାଣ୍ଡି: କଳାହାଣ୍ଡି ବିଶ୍ୱବିଦ୍ୟାଳୟକୁ ମିଳିଲା ୟୁଜିସି ମାନ୍ୟତା। କଳାହାଣ୍ଡି ବିଶ୍ୱବିଦ୍ୟାଳୟକୁ ୟୁଜିସି ଅଧିନିୟମ ୧୯୫୬, ଧାରା ୨ (ଏଫ) ଅନୁଯାୟୀ ୟୁଜିସି ବିଶ୍ୱବିଦ୍ୟାଳର ମାନ୍ୟତା ଦେବା ସହ ବିଶ୍ୱବିଦ୍ୟାଳୟ ତାଲିକାରେ ଅନ୍ତର୍ଭୁକ୍ତ କରିଛି। ଏନେଇ ଟୁଇଟ୍ କରି ସୂଚନା ଦେଇଛନ୍ତି କେନ୍ଦ୍ର…