ଉତ୍କଳ ବିଶ୍ୱବିଦ୍ୟାଳୟରେ ସ୍ନାତକୋତ୍ତର…
ଭୁବନେଶ୍ୱର: ଉତ୍କଳ ବିଶ୍ୱବିଦ୍ୟାଳୟ ସ୍ନାତକୋତ୍ତର ଆଇନ ବିଭାଗ ତରଫରୁ ଜୁମ୍ ଆପ୍ ମାଧ୍ୟମରେ ଅନଲାଇନରେ ( Force Majeure Vis-a-Vis Covid 19) ବିଷୟକୁ ନେଇ ଏକ ଜାତୀୟ ସ୍ତରୀୟ କର୍ମଶାଳା ଆୟୋଜିତ ହୋଇଯାଇଛି। ଏହି କର୍ମଶାଳା ମୁଖ୍ୟବକ୍ତା ଭାବରେ ଜାଭିୟର ଇନ୍ଚ୍ୟୁଟ୍ ଅଫ୍ ମ୍ୟାନେଜ୍ମେଣ୍ଟ,…