କବି ଜୟନ୍ତ ମହାପାତ୍ର ଅସୁସ୍ଥ, ଆଇସିୟୁରେ…
କଟକ: ଆନ୍ତର୍ଜାତିକ ଖ୍ୟାତିସମ୍ପନ୍ନ ଦ୍ବିଭାଷୀ କବି ଜୟନ୍ତ ମହାପାତ୍ର ଗୁରୁତର ଭାବେ ଅସୁସ୍ଥ ହୋଇପଡ଼ିଛନ୍ତି। ସୋମାବାର ଦିନ ତାଙ୍କୁ କଟକ ବଡ଼ ଡାକ୍ତରଖାନା ମେଡିସିନ୍ ବିଭାଗ ଆଇସିୟୁରେ ଭର୍ତ୍ତି କରାଯାଇଛି। ତାଙ୍କ ସ୍ବାସ୍ଥ୍ୟାବସ୍ଥା ସ୍ଥିର ଥିବା ମେଡିକାଲ କର୍ତ୍ତୃପକ୍ଷ ସୂଚନା ଦେଇଛନ୍ତି।
୯୪…