୭ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ
ଓଏଲ୍ ବ୍ୟୁରୋ: ମାର୍ଚ୍ଚ ମାସ ଅଧା ହୋଇଛି ହେଲେ ଅସହ୍ୟ ହେଲାଣି ତାତି। ରାଜ୍ୟରେ କିଛିଦିନ ହେବ ଗ୍ରୀଷ୍ମ ପ୍ରବାହ ବଢ଼ିବାରେ ଲାଗିଛି। ଗ୍ରୀଷ୍ମ ପ୍ରବାହ ପାଇଁ ଆଞ୍ଚଳିକ ପାଣିପାଗ କେନ୍ଦ୍ର ଭୁବନେଶ୍ବର ପକ୍ଷରୁ ଜାରି ହୋଇଛି ୟେଲୋ ଓ୍ବାର୍ଣ୍ଣିଂ।
ଆଜି ୭ଟି ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରିଛି…