‘ନିର୍ଯାତନା ଅସହ୍ୟ ହେବାରୁ…
ଓଏଲ୍ ବ୍ୟୁରୋ : ସାମ୍ନାକୁ ଆସିଛି କଣ୍ଠଶିଳ୍ପୀ ହ୍ୟୁମାନ ସାଗର ଓ ପତ୍ନୀ ଶ୍ରୀୟା ମିଶ୍ର ପାରିବାରିକ ବିବାଦ ମାମଲା। ହ୍ୟୁମାନ ସାଗରଙ୍କ ପତ୍ନୀ ଶ୍ରୀୟା ତାଙ୍କୁ ନିର୍ଯାତନା ଦିଆଯାଉଥିବା ଅଭିଯୋଗ ନେଇ ଥାନା ଦ୍ୱାରସ୍ତ ହୋଇଥିଲେ। ତେବେ ଏହି ମାମଲାକୁ ନେଇ ବିଭିନ୍ନ ଚର୍ଚ୍ଚା ହେଉଥିବାବେଳେ ହ୍ୟୁମାନଙ୍କ…