କଟକ ବଡ଼ ମେଡିକାଲରେ ଚିକିତ୍ସା ଅବହେଳାରୁ…
ଓଏଲ୍ ବ୍ୟୁରୋ : କାଲି ଶ୍ୱାସଜନିତ ସମସ୍ୟା ପାଇଁ ବାଲେଶ୍ୱରର ଜଣେ ରୋଗୀ କଟକ ବଡ଼ ମେଡିକାଲକୁ ଚିକିତ୍ସା ପାଇଁ ଆସିଥିଲେ। ଡାକ୍ତରଖାନାରେ ଚିକିତ୍ସାଧୀନ ଅବସ୍ଥାରେ ତାଙ୍କର ମୃତ୍ୟୁ ହୋଇଥିବା ଜଣା ପଡିଛି। କଟକ ଏସସିବି ମେଡିକାଲର ପୁରୁଣା ମେଡିସିନ୍ ୱାର୍ଡରେ ତାଙ୍କର ମୃତ୍ୟୁ ହୋଇଛି। ଚିକିତ୍ସା ଅଭାବରୁ…