ପରଲୋକରେ ସ୍ବାସ୍ଥ୍ୟମନ୍ତ୍ରୀ ନବ ଦାସ
ଓଏଲ୍ ବ୍ୟୁରୋ: ମୃତ୍ୟୁ ସହ ସଂଗ୍ରାମ କରି କରି ଶେଷରେ ଆଖି ବୁଜିଲେ ବିଜେଡିର ବରିଷ୍ଠ ନେତା ତଥା ସ୍ବାସ୍ଥ୍ୟମନ୍ତ୍ରୀ ନବ ଦାସ। ମୃତ୍ୟୁ ବେଳକୁ ତାଙ୍କୁ ୬୧ ବର୍ଷ ହୋଇଥିଲା। ଆଜି ମଧ୍ୟାହ୍ନରେ ଜଣେ ପୁଲିସ କର୍ମୀ ତାଙ୍କ ଉପରକୁ ଅତର୍କିତ ଗୁଳି ଚାଳନା କରିଥଲେ। ଯାହାଫଳରେ ତାଙ୍କୁ ବ୍ରଜରାଜନଗରରୁ…