Odisha Link
Bridging the Missing Links in Odisha
Daily Archives

February 11, 2023

ଦୁର୍ଘଟଣାଗ୍ରସ୍ତ ହେଲା ତୀର୍ଥଯାତ୍ରୀ…

ଓଏଲ୍‌ ବ୍ୟୁରୋ : ଦୁର୍ଘଟଣାର ସମ୍ମୁଖୀନ ହେଲା ତୀର୍ଥଯାତ୍ରୀ ବସ୍। ତୀର୍ଥଯାତ୍ରା ପାଇଁ ଆସିଥିବା ୧୦ରୁ ଉର୍ଦ୍ଧ୍ୱ ଯାତ୍ରୀ ଦୁର୍ଘଟଣାର ସମ୍ମୁଖୀନ ହୋଇ ସାମାନ୍ୟ ଆହତ ହୋଇଥିବା ବେଳେ ୨ ଜଣ ଗୁରୁତର ହୋଇଛନ୍ତି। ଗୁରୁତରମାନଙ୍କୁ ଚିକିତ୍ସା ନିମନ୍ତେ ଭଦ୍ରକ ମେଡିକାଲରେ ଭର୍ତ୍ତି କରାଯାଇଛି। ସୂଚନା…

ସଡ଼କ ଦୁର୍ଘଟଣାରେ ଚାଲିଗଲା ୩ ଜୀବନ

ଓଏଲ୍‌ ବ୍ୟୁରୋ : କେନ୍ଦୁଝର ଜିଲ୍ଲା ପଣ୍ଡାପଡ଼ା ଥାନା ରୁଟିଶିଳା ନିକଟରେ ଏକ ଅଭାବନୀୟ ଘଟଣା ଘଟିଥିବା ଖବରରୁ ଜଣା ପଡିଛି। ଦୁଇ ବାଇକ୍‌ ମୁହାଁମୁହିଁ ଧକ୍କା ହେବା ଦ୍ୱାରା ଦୁର୍ଘଟଣା ଗ୍ରସ୍ତ ହୋଇଛି। ବାଇକ୍‌ ମୁହାଁମୁହିଁ ଧକ୍କା ହେବା ଦ୍ୱାରା ଦୁର୍ଘଟଣାର ସମ୍ମୁଖୀନ ହୋଇ ୩ ଜଣଙ୍କ ମୃତ୍ୟୁ ହୋଇଥିବାବେଳେ…

ପ୍ରଭୁ ଲିଙ୍ଗରାଜଙ୍କ ଦର୍ଶନ କଲେ ମହାମହିମ

ଓଏଲ୍‌ ବ୍ୟୁରୋ : ଆଜି ମହାମହିମ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁଙ୍କ ଓଡ଼ିଶା ଗସ୍ତର ଦ୍ୱିତୀୟ ଦିନ। ପ୍ରଭୁ ଲିଙ୍ଗରାଜଙ୍କ ମନ୍ଦିର ଯାଇ ମହାଦେବକୁ ଦର୍ଶନ କରିଛନ୍ତି ମହାମହିମ। ଶ୍ରୀଲିଙ୍ଗରାଜଙ୍କ ଜଳାଭିଷେକ ସହ ପୂଜାର୍ଚ୍ଚନା ସାରି କଟକ ଗସ୍ତ କରିଛନ୍ତି ରାଷ୍ଟ୍ରପତି। ବିଦ୍ୟାଧରପୁର ସ୍ଥିତ ଧାନ ଗବେଷଣା…

ଶ୍ରୀମନ୍ଦିର ରକ୍ଷଣାବେକ୍ଷଣରେ ଅବହେଳା

ଓଏଲ୍‌ ବ୍ୟୁରୋ: ଶ୍ରୀମନ୍ଦିର ରକ୍ଷଣାବେକ୍ଷଣରେ ଅବହେଳା। ଏବେବି ଶ୍ରୀମନ୍ଦିର ଉପରୁ ଟଳିନି ବିପଦ ଟଳିନି। ମଝିରେ ମଝିରେ ବଡ଼ବଡ଼ ପଥର ଖଣ୍ଡ ଖସି ଶ୍ରୀମନ୍ଦିର ଅସୁରକ୍ଷିତ ବୋଲି ଦର୍ଶାଇ ଦେଉଛି। ରତ୍ନଭଣ୍ଡାର, ନାଟମଣ୍ଡପ ବି ଅସୁରକ୍ଷିତ ଅବସ୍ଥାରେ ପଡ଼ିରହିଛି। ବର୍ଷା ହେଲେ ପାଣି ଗଳୁଛି। ଅନ୍ୟପଟେ…