ବିଜେଡି ନେତା ରବି ନନ୍ଦ ଅସୁସ୍ଥ
ପ୍ରଥମେ ଜିଲ୍ଲା ମୁଖ୍ୟ ଚିକିତ୍ସାଳୟ ନିଆଯାଇଥିବାବେଳେ ପରେ ତାଙ୍କୁ ବିଶାଖାପାଟଣା ସ୍ଥାନାନ୍ତର କରାଯାଇଛି।
ଓଏଲ୍ ବ୍ୟୁରୋ : ବରିଷ୍ଠ ବିଜେଡି ନେତା ରବି ନନ୍ଦ ଅସୁସ୍ଥ ଥିବା ଜଣା ପଡ଼ିଛି। ତାଙ୍କ ସ୍ୱାସ୍ଥ୍ୟବସ୍ଥା ହଠାତ୍ ଖରାପ ଅନୁଭବ ହେବାରୁ ତାଙ୍କୁ ଜିଲ୍ଲା ମୁଖ୍ୟ ଚିକିତ୍ସାଳୟ ନିଆଯାଇଥିଲା। ପ୍ରଥମେ ଜିଲ୍ଲା ମୁଖ୍ୟ ଚିକିତ୍ସାଳୟ ନିଆଯାଇଥିବାବେଳେ ପରେ ତାଙ୍କୁ ବିଶାଖାପାଟଣା ସ୍ଥାନାନ୍ତର କରାଯାଇଛି।