ରାଜ୍ୟ ବଜେଟ୍ : କ୍ରୀଡ଼ା ଓ ଯୁବସେବା…
ଓଏଲ୍ ବ୍ୟୁରୋ : ବିଧାନସଭାରେ ୨୦୨୩-୨୪ ଆର୍ଥିକ ବର୍ଷର ପୂର୍ଣ୍ଣାଙ୍ଗ ବଜେଟ୍ ଉପସ୍ଥାପନ କରିଛନ୍ତି ଅର୍ଥମନ୍ତ୍ରୀ ନିରଞ୍ଜନ ପୂଜାରୀ। ବାଚସ୍ପତିଙ୍କ ଅଧ୍ୟକ୍ଷତାରେ ବଜେଟ ଅଧିବେଶନ ଆୟୋଜିତ ହୋଇଯାଇଛି। ଚଳିତ ବର୍ଷ ବଜେଟର ବ୍ୟୟ ଅଟକଳ ରହିଛି ୨ ଲକ୍ଷ ୩୦ ହଜାର କୋଟି। ଯେଉଁଥିରେ ଚଳିତ ବର୍ଷ ଆର୍ଥିକ ବଜେଟରେ…