ଏଣିକି ନିର୍ବାଚନ କମିଶନରଙ୍କୁ ନିଯୁକ୍ତ…
ଓଏଲ୍ ବ୍ୟୁରୋ: ନିର୍ବାଚନ ଆୟୋଗ ନିଯୁକ୍ତି ନେଇ ଲାଗି ରହିଥିବା ବିବାଦ ମଧ୍ୟରେ ଆଜି ସୁପ୍ରିମକୋର୍ଟ ଏକ ବଡ ନିଷ୍ପତ୍ତି ଶୁଣାଇଛନ୍ତି। ସର୍ବୋଚ୍ଚ ନ୍ୟାୟାଳୟ କହିଛନ୍ତି, ଏଣିକି ପ୍ରଧାନମନ୍ତ୍ରୀ, ଲୋକସଭାର ବିରୋଧୀଦଳର ନେତା ଓ ପ୍ରଧାନ ବିଚାରପତିଙ୍କୁ ନେଇ ଗଠିତ କମିଟିର ପରାମର୍ଶ କ୍ରମେ ନିର୍ବାଚନ…