Odisha Link
Bridging the Missing Links in Odisha
Daily Archives

March 21, 2023

ଦୁର୍ଘଟଣାଗ୍ରସ୍ତ ହେଲା ଯବାନଙ୍କ…

ଓଏଲ୍‌ ବ୍ୟୁରୋ: ଖୋର୍ଦ୍ଧା ବୋଲଗଡ଼ ନିକଟରେ ଘଟିଥିବା ଏକ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି। ଆଇଟିବିପି ଯବାନଙ୍କୁ ନେଇ ଯାଉଥିବା ଏକ ଭ୍ୟାନ୍‌ ଦୁର୍ଘଟଣାର ସମ୍ମୁଖୀନ ହୋଇଛି। ଭ୍ୟାନଟି ଯବାନଙ୍କୁ ନେଇ ଛତିଶଗଡ଼ ଯାଉଥିଲା। ଆଇଟିବିପି ଯବାନଙ୍କୁ ନେଇ ଯାଉଥିବା ସମୟରେ ଭ୍ୟାନଟି ବିଲକୁ ଓଲଟି ପଡିଥିଲା।…

ପୁଲିସ ଏନ୍‌କାଉଣ୍ଟରରେ ମହିଳା ନକ୍ସଲ…

ଓଏଲ୍‌ ବ୍ୟୁରୋ: ଛତିଶଗଡ଼ ବିଜାପୁର ଜିଲ୍ଲାରେ ନକ୍ସଲ-ପୁଲିସଙ୍କ ମଧ୍ୟରେ ଗୁଳି ବିନିମୟ ହୋଇଥିବା ଖବର ସାମ୍ନାକୁ ଆସିଛି। ନକ୍ସଲ-ପୁଲିସଙ୍କ ମଧ୍ୟରେ ଗୁଳି ବିନିମୟ ସମୟରେ ପୁଲିସ ଏନ୍‌କାଉଣ୍ଟର କରିଥିଲା। ପୁଲିସ ଏନ୍‌କାଉଣ୍ଟର କରିବା ସମୟରେ ଜଣେ ମହିଳା ନକ୍ସଲ ନିହତ ହୋଇଥିବା ଜଣା ପଡିଛି। ଖବର…

ଟ୍ରକ୍‌କୁ ଧକ୍କା ଦେଲା ପିକ୍‌ଅପ୍‌…

ଓଏଲ୍‌ ବ୍ୟୁରୋ: ଖୋର୍ଦ୍ଧା ଜିଲ୍ଲା ପିତାପଲ୍ଲୀ ଛକ ନିକଟରେ ଏକ ମର୍ମନ୍ତୁଦ ସଡକ ଦୁର୍ଘଟଣା ଖବର ସାମ୍ନାକୁ ଆସିଛି। ରାସ୍ତାକଡ଼ରେ ଛିଡା ହୋଇଥିବା ଟ୍ରକ୍‌କୁ ଏକ ପିକ୍‌ଅପ୍‌ ଭ୍ୟାନ୍‌ ପଛରୁ ଧକ୍କା ଦେଇଛି। ପିକ୍‌ଅପ୍‌ ଭ୍ୟାନ୍‌ ଧକ୍କା ଦେବା ଫଳରେ ୨ଜଣଙ୍କର ମୃତ୍ୟୁ ହୋଇଥିବା ଜଣା ପଡିଛି। ତେବେ ଦୁର୍ଘଟଣା…

ଆଜିଠୁ ୩ ଦିନିଆ ଓଡ଼ିଶା ଗସ୍ତରେ…

ଓଏଲ୍‌ ବ୍ୟୁରୋ: ଓଡ଼ିଶା ଆସୁଛନ୍ତି ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ। ଆଜି ଦିନ ୩ଟାରେ ଭୁବନେଶ୍ବର ବିମାନ ବନ୍ଦରରେ ପହଞ୍ଚିବେ ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ। ତେବେ ସେ ଆଜିଠୁ ୩ ଦିନିଆ ଓଡ଼ିଶା ଗସ୍ତରେ ଆସୁଛନ୍ତି ବୋଲି ଜଣା ପଡିଛି। ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ରାଜଧାନୀରେ ପହଂଚିବା ପରେ…

ଦୁର୍ଘଟଣାଗ୍ରସ୍ତ ହେଲା ଆମ୍ବୁଲାନ୍ସ;…

ଓଏଲ୍‌ ବ୍ୟୁରୋ: ଆଜି ସକାଳେ ନୂଆପଡା ଜିଲ୍ଲା ବୋଡେନ ଥାନା ଅନ୍ତର୍ଗତ ବିରେଶକେଲା ଗାଁ ନିକଟରେ ଘଟିଥିବା ଏକ ସଡକ ଦୁର୍ଘଟଣା ଖବର ସାମ୍ନାକୁ ଆସିଛି। ରୋଗୀ ନେଇ ଯାଉଥିବା ଏକ ଆମ୍ବୁଲାନ୍ସ ଭାରସାମ୍ୟ ହରାଇ ଡିଭାଇଡରରେ ପିଟି ହୋଇଯାଇଛି। ଆମ୍ବୁଲାନ୍ସଟି ଦୁର୍ଘଟଣାଗ୍ରସ୍ତ ହେବାରୁ ଜଣେ ରୋଗୀଙ୍କର ମୃତ୍ୟୁ…